diff --git a/en_tn_58-PHM.tsv b/en_tn_58-PHM.tsv index bf11bf5..b7e4080 100644 --- a/en_tn_58-PHM.tsv +++ b/en_tn_58-PHM.tsv @@ -1,7 +1,7 @@ Book Chapter Verse ID SupportReference OrigQuote Occurrence GLQuote OccurrenceNote -PHM front intro sz2w 0 # ଫିଲୀମୋନର ପରିଚୟ

## ଭାଗ ୧: ସାଧାରଣ ପରିଚୟ

### ଫିଲୀମୋନ ପୁସ୍ତକର ରୂପରେଖା

1. ପାଉଲ ଫିଲିମୋନଙ୍କୁ ଅଭିବାଦନ ଜଣାନ୍ତି (୧: ୧-୩)
2. ପାଉଲ ଅନୀସିମ ବିଷୟରେ ଫିଲୀମୋନଙ୍କୁ ଅନୁରୋଧ କରନ୍ତି (୧:୪-୨୧)
3. ଉପସଂହାର (୧:୨୨-୨୫)

### ଫିଲୀମୋନ ପୁସ୍ତକ କିଏ ଲେଖିଛନ୍ତି?

ପାଉଲ ଫିଲୀମୋନ ପୁସ୍ତକକୁ ଲେଖିଛନ୍ତି । ପାଉଲ ତାର୍ଷ ସହରର ବ୍ୟକ୍ତି  ଥିଲେ। ସେ ବାଲ୍ୟକାଳରେ ଶାଉଲ ଭାବରେ ପରିଚିତ ଥିଲେ । ଖ୍ରୀଷ୍ଟିୟାନ ହେବା ପୂର୍ବରୁ ଶାଉଲ ଜଣେ ଫାରୂଶୀ ଥିଲେ। ସେ ଖ୍ରୀଷ୍ଟିୟାନମାନଙ୍କୁ ନିର୍ଯାତନା ଦେଉଥିଲେ। ସେ ଖ୍ରୀଷ୍ଟିୟାନ ହେବା ପରେ, ସେ ରୋମୀୟ ସାମ୍ରାଜ୍ୟକୁ ଅନେକ ଥର ଭ୍ରମଣ କରି ଲୋକମାନଙ୍କୁ ଯୀଶୁଙ୍କ ବିଷୟରେ ଶୁଣାଇଥିଲେ।

ପାଉଲ ଏହି ପତ୍ର ଲେଖିବା ସମୟରେ ଏକ କାରାଗାରରେ ବନ୍ଦୀ ଥିଲେ।

### ଫିଲିମୋନ ପୁସ୍ତକ କେଉଁ ବିଷୟରେ ଉଲ୍ଲେଖ କରେ?

ଫିଲିମୋନ ନାମକ ଜଣେ ବ୍ୟକ୍ତିଙ୍କୁ ପାଉଲ ଏହି  ପତ୍ର ଲେଖିଥିଲେ । ଫିଲିମୋନ କଲୋସୀ ସହରରେ ରହୁଥିବା ଯୀଶୁଙ୍କଠାରେ ଜଣେ  ବିଶ୍ୱାସ ଥିଲେ। ତାଙ୍କର ଅନୀସିମ ନାମକ ଜଣେ ଦାସ ଥିଲେ। ଅନୀସିମ ଫିଲିମୋନଠାରୁ ପଳାୟନ କରିଥିଲେ ଏବଂ ସମ୍ଭବତଃ ତାଙ୍କଠାରୁ ମଧ୍ୟ କିଛି ଚୋରି କରିଥିଲେ । ଅନୀସିମ ରୋମୀୟ ପ୍ରଦେଶକୁ ଯାଇ ସେଠାରେ ଥିବା କାରାଗାରରେ ପାଉଲଙ୍କୁ ସାକ୍ଷାତ କରିଥିଲେ, ଯେଉଁଠାରେ ପାଉଲ ଅନୀସିମଙ୍କୁ ଯୀଶୁଙ୍କ ବିଷୟରେ ଶୁଣାଇଥିଲେ।

ପାଉଲ ଫିଲିମୋନଙ୍କୁ କହିଥିଲେ ଯେ ସେ ଅନୀସିମଙ୍କୁ ତାଙ୍କ ନିକଟକୁ ପଠାଉଛନ୍ତି । ରୋମୀୟ ନିୟମ ଅନୁଯାୟୀ ଅନୀସିମଙ୍କୁ ମୃତ୍ୟୁଦଣ୍ଡ ଦେବାର ଫିଲୀମୋନର ଅଧିକାର ଥିଲା । କିନ୍ତୁ ପାଉଲ କହନ୍ତି ଯେ ଫିଲୀମୋନ ଅନୀସିମକୁ ଖ୍ରୀଷ୍ଟିୟାନ ଭାଇ
ଭାବରେ ଗ୍ରହଣ କରିବା ଉଚିତ୍ । ସେ ଏପରିକି ପରାମର୍ଶ ଦେଇଛନ୍ତି ଯେ ଫିଲୀମୋନ ଅନୀସିମକୁ ପାଉଲଙ୍କ ନିକଟକୁ ଫେରି ଆସି ତାଙ୍କୁ ବନ୍ଦୀରେ ସାହାଯ୍ୟ କରିବା ଉଚିତ୍।

### ଏହି ପୁସ୍ତକର ଆଖ୍ୟା କିପରି ଅନୁବାଦ କରାଯିବା ଉଚିତ?

ଅନୁବାଦକଗଣ ଏହି ପୁସ୍ତକକୁ ଏହାର ପାରମ୍ପାରିକ ନାମ “ଫିଲୀମୋନ” ବୋଲି ଅନୁବାଦ କରିପାରନ୍ତି ।କିମ୍ବା ସେମାନେ “ଫିଲମୋନଙ୍କୁ ପାଉଲଙ୍କ ପାତ୍ର” କିମ୍ବା “ପାଉଲ ଫିଲିମୋନଙ୍କୁ ଲେଖିଥିବା ପତ୍ର” ବୋଲି ସ୍ପଷ୍ଟ ଭାବରେ ଅନୁବାଦ କରିପାରିବେ
। (ଦେଖନ୍ତୁ: [[rc://en/ta/man/translate/translate-names]])

## ଭାଗ ୨: ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଏବଂ ସାଂସ୍କୃତିକ ଧାରଣାଗୁଡ଼ିକ

### ଏହି ପତ୍ର ଦାସତ୍ୱ ପ୍ରଥାକୁ ଅନୁମୋଦନ କରେ କି?

ପାଉଲ ଅନୀସିମକୁ ତାଙ୍କ ପୂର୍ବ ସ୍ବାମୀ ନିକଟକୁ ପଠାଇଲେ। କିନ୍ତୁ ଏହାର ଅର୍ଥ ଏହା ନୁହେଁ ଯେ ପାଉଲ ଦାସତ୍ୱ ପ୍ରଥା ଏକ ଗ୍ରହଣୀୟ ଅଭ୍ୟାସ ବୋଲି ଅନୁମୋଦନ କରଛନ୍ତି । ଏହା ପରିବର୍ତ୍ତେ, ପାଉଲ ଲୋକମାନେ ପରସ୍ପର ସହିତ ପୁନଃମିଳିତ ହୋଇ ସେମାନେ ଯେକୌଣସି ପରିସ୍ଥିତିରେ ଥିଲେ ସୁଦ୍ଧା ଈଶ୍ଵରଙ୍କ ସେବା କରନ୍ତୁ ବୋଲି ଅଧିକ ଚିନ୍ତିତ ଥିଲେ। ସେହି ସମୟରେ ଏହି ସଂସ୍କୃତିରେ ଲୋକମାନେ ବିଭିନ୍ନ କାରଣରୁ ଦାସ ହେଉଥିଲେ ଏବଂ ଏହାକୁ ଏକ ସ୍ଥାୟୀ ଅବସ୍ଥା  ବିବେଚନା କରାଯାଉନଥିଲା ।

### ପାଉଲ “ଖ୍ରୀଷ୍ଟଙ୍କଠାରେ”, “ପ୍ରଭୁଙ୍କଠାରେ” ଇତ୍ୟାଦି ଅଭିବ୍ୟକ୍ତି ସହ କ’ଣ ବ୍ୟକ୍ତ କରିବାକୁ ଇଚ୍ଛା ପ୍ରକାଶ କରନ୍ତି ?

ପାଉଲ ଖ୍ରୀଷ୍ଟ ଏବଂ ବିଶ୍ଵାସୀମାନଙ୍କ ସହ ଅତି ଘନିଷ୍ଠତାର ଧାରଣା ପ୍ରକାଶ କରିବାକୁ ଇଚ୍ଛା ପ୍ରକାଶ କରୁଥୁଲେ । ଏହି ପ୍ରକାରର ଅଭିବ୍ୟକ୍ତି ବିଷୟରେ ଅଧିକ ବିବରଣୀ ପାଇଁ ରୋମୀୟ ପୁସ୍ତକର ପରିଚୟ ଦେଖନ୍ତୁ ।

## ଭାଗ ୩: ଗୁରୁତ୍ୱପୂର୍ଣ୍ଣ ଅନୁବାଦ ସମସ୍ୟାଗୁଡ଼ିକ

### ଏକକ ଏବଂ ବହୁବଚନ “ତୁମ୍ଭେ”

ଏହି ପୁସ୍ତକରେ “ମୁଁ” ଶବ୍ଦ ପାଉଲଙ୍କୁ ବୁଝାଏ । ଶବ୍ଦ “ତୁମ୍ଭେ” ପ୍ରାୟ ସବୁବେଳେ ଏକକ ଏବଂ ଫିଲୀମୋନକୁ ବୁଝାଏ। ଏହାର ଦୁଇଟି ବ୍ୟତିକ୍ରମ ହେଲା ୧:୨୨ ଏବଂ ୧:୨୫। ସେଠାରେ “ତୁମ୍ଭେ” ଫିଲୀମୋନ ଏବଂ ତାଙ୍କ ଘରେ ସାକ୍ଷାତ କରୁଥିବା
ବିଶ୍ଵାସୀମାନଙ୍କୁ ବୁଝାଏ  । (ଦେଖନ୍ତୁ: [[rc://en/ta/man/translate/figs-exclusive]] ଏବଂ [[rc://en/ta/man/translate/figs-you]])

ପାଉଲ ନିଜକୁ ଏହି ପତ୍ରର (ପଦ ୧, ୯, ଏବଂ ୧୯ ରେ)  ଲେଖକ ଭାବରେ ତିନିଥର ପରିଚିତ କରନ୍ତି । ବୋଧହୁଏ ତୀମଥି ତାଙ୍କ ସହ ଥିଲେ ଏବଂ ପାଉଲ ଯେପରି କହିଥିଲେ ସେହିପରି ସେ ଲେଖିଥାଇ ପାରନ୍ତି । “ମୁଁ”, “ମୁଁ” ଏବଂ “ମୋର” ର ସମସ୍ତ ଉଦାହରଣ
ପାଉଲଙ୍କୁ ବୁଝାଏ । ଫିଲୀମୋନ ମୁଖ୍ୟ ବ୍ୟକ୍ତି ଅଟନ୍ତି ଯାହାଙ୍କୁ ଏହି ପତ୍ର ଲେଖାଯାଇଛି। “ତୁମ୍ଭେ” ଏବଂ “ତୁମ୍ଭ” ର ସମସ୍ତ
ଉଦାହରଣ ତାଙ୍କୁ ବୁଝାଏ ଏବଂ ଏକକ ଅଟେ । (ଦେଖନ୍ତୁ:
[[rc://en/ta/man/translate/figs-you]]) -PHM 1 1 sg4f figs-you 0 General Information: ପାଉଲ ଏହି ପତ୍ରର ଲେଖକଭାବରେ ଆପଣାକୁ ତିନିଥର ପରିଚୟ ଦିଅନ୍ତି I ଏହା ସ୍ପଷ୍ଟରୁପେ ଜଣାପଡେ ଯେ ତୀମଥି ତାହାଙ୍କ ସହିତ ଥିଲେ ଓ ସମ୍ଭବତଃ ସେ ପାଉଲ କହୁଥିବା ପ୍ରକାରେ ପତ୍ର ଲେଖିଥିଲେ I ପାଉଲ ଅନ୍ୟମାନଙ୍କୁ ନମସ୍କାର ଜଣାଉଛନ୍ତି, ଯେଉଁମାନେ ଫିଲୀମୋନଙ୍କ ଗୃହରେ ମଣ୍ଡଳୀଭାବରେ ଏକତ୍ର ହେଉଥିଲେ I “ମୁଁ,” “ମୋତେ” ଓ “ମୋହର” ଉଲ୍ଲେଖଥିବା ସମସ୍ତ ବ୍ୟବହୃତ ଶବ୍ଦଗୁଡିକ ପାଉଲଙ୍କୁ ବୁଝାଏ I ଫିଲୀମୋନ ମୁଖ୍ୟ ବ୍ୟକ୍ତି ଥିଲେ ଯାହାଙ୍କ ନିକଟକୁ ଏହି ପତ୍ର ଲେଖା ଯାଇଥିଲା I “ତୁମ୍ଭେ” ଓ “ତୁମ୍ଭର” ଉଲ୍ଲେଖ ଥିବା ସମସ୍ତ ଶବ୍ଦଗୁଡିକ ତାହାଙ୍କୁ ବୁଝାଏ ଓ ସୂଚାଇ ନଥିଲେ ତାହା କେବଳ ଏକବଚନ ଅଟେ I (ଦେଖ: [[rc://or/ta/man/translate/figs-you]]) -PHM 1 1 niq3 figs-exclusive Παῦλος, δέσμιος Χριστοῦ Ἰησοῦ, καὶ Τιμόθεος, ὁ ἀδελφὸς; Φιλήμονι 1 Paul, a prisoner of Christ Jesus, and the brother Timothy to Philemon ତୁମ ଭାଷାରେ ହୁଏତ ଗୋଟିଏ ପତ୍ରର ଲେଖକଙ୍କୁ ପରିଚୟ ଦେବା ନିମନ୍ତେ କୌଣସି ଏକ ନିର୍ଦ୍ଦିଷ୍ଟ ଶୈଳୀ ଥାଇପାରେ I ଅନ୍ୟ ଏକ ଅନୁବାଦରେ: “ମୁଁ, ପାଉଲ, ଖ୍ରୀଷ୍ଟ ଯୀଶୁଙ୍କର ଜଣେ ବନ୍ଦୀ, ଓ ଆମ୍ଭମାନଙ୍କ ଭ୍ରାତା ତୀମଥି, ଫିଲୀମୋନ ନିକଟକୁ ଏହି ପତ୍ର ଲେଖୁଅଛୁ” (ଦେଖ: [[rc://or/ta/man/translate/figs-exclusive]]) +PHM front intro sz2w 0 # ଫିଲୀମୋନର ପରିଚୟ

## ଭାଗ ୧: ସାଧାରଣ ପରିଚୟ

### ଫିଲୀମୋନ ପୁସ୍ତକର ରୂପରେଖା

1. ପାଉଲ ଫିଲିମୋନଙ୍କୁ ଅଭିବାଦନ ଜଣାନ୍ତି (୧: ୧-୩)
2. ପାଉଲ ଅନୀସିମ ବିଷୟରେ ଫିଲୀମୋନଙ୍କୁ ଅନୁରୋଧ କରନ୍ତି (୧:୪-୨୧)
3. ଉପସଂହାର (୧:୨୨-୨୫)

### ଫିଲୀମୋନ ପୁସ୍ତକ କିଏ ଲେଖିଛନ୍ତି?

ପାଉଲ ଫିଲୀମୋନ ପୁସ୍ତକକୁ ଲେଖିଛନ୍ତି । ପାଉଲ ତାର୍ଷ ସହରର ବ୍ୟକ୍ତି  ଥିଲେ। ସେ ବାଲ୍ୟକାଳରେ ଶାଉଲ ଭାବରେ ପରିଚିତ ଥିଲେ । ଖ୍ରୀଷ୍ଟିୟାନ ହେବା ପୂର୍ବରୁ ଶାଉଲ ଜଣେ ଫାରୂଶୀ ଥିଲେ। ସେ ଖ୍ରୀଷ୍ଟିୟାନମାନଙ୍କୁ ନିର୍ଯାତନା ଦେଉଥିଲେ। ସେ ଖ୍ରୀଷ୍ଟିୟାନ ହେବା ପରେ, ସେ ରୋମୀୟ ସାମ୍ରାଜ୍ୟକୁ ଅନେକ ଥର ଭ୍ରମଣ କରି ଲୋକମାନଙ୍କୁ ଯୀଶୁଙ୍କ ବିଷୟରେ ଶୁଣାଇଥିଲେ।

ପାଉଲ ଏହି ପତ୍ର ଲେଖିବା ସମୟରେ ଏକ କାରାଗାରରେ ବନ୍ଦୀ ଥିଲେ।

### ଫିଲିମୋନ ପୁସ୍ତକ କେଉଁ ବିଷୟରେ ଉଲ୍ଲେଖ କରେ?

ଫିଲିମୋନ ନାମକ ଜଣେ ବ୍ୟକ୍ତିଙ୍କୁ ପାଉଲ ଏହି  ପତ୍ର ଲେଖିଥିଲେ । ଫିଲିମୋନ କଲୋସୀ ସହରରେ ରହୁଥିବା ଯୀଶୁଙ୍କଠାରେ ଜଣେ  ବିଶ୍ୱାସ ଥିଲେ। ତାଙ୍କର ଅନୀସିମ ନାମକ ଜଣେ ଦାସ ଥିଲେ। ଅନୀସିମ ଫିଲିମୋନଠାରୁ ପଳାୟନ କରିଥିଲେ ଏବଂ ସମ୍ଭବତଃ ତାଙ୍କଠାରୁ ମଧ୍ୟ କିଛି ଚୋରି କରିଥିଲେ । ଅନୀସିମ ରୋମୀୟ ପ୍ରଦେଶକୁ ଯାଇ ସେଠାରେ ଥିବା କାରାଗାରରେ ପାଉଲଙ୍କୁ ସାକ୍ଷାତ କରିଥିଲେ, ଯେଉଁଠାରେ ପାଉଲ ଅନୀସିମଙ୍କୁ ଯୀଶୁଙ୍କ ବିଷୟରେ ଶୁଣାଇଥିଲେ।

ପାଉଲ ଫିଲିମୋନଙ୍କୁ କହିଥିଲେ ଯେ ସେ ଅନୀସିମଙ୍କୁ ତାଙ୍କ ନିକଟକୁ ପଠାଉଛନ୍ତି । ରୋମୀୟ ନିୟମ ଅନୁଯାୟୀ ଅନୀସିମଙ୍କୁ ମୃତ୍ୟୁଦଣ୍ଡ ଦେବାର ଫିଲୀମୋନର ଅଧିକାର ଥିଲା । କିନ୍ତୁ ପାଉଲ କହନ୍ତି ଯେ ଫିଲୀମୋନ ଅନୀସିମକୁ ଖ୍ରୀଷ୍ଟିୟାନ ଭାଇ ଭାବରେ ଗ୍ରହଣ କରିବା ଉଚିତ୍ । ସେ ଏପରିକି ପରାମର୍ଶ ଦେଇଛନ୍ତି ଯେ ଫିଲୀମୋନ ଅନୀସିମକୁ ପାଉଲଙ୍କ ନିକଟକୁ ଫେରି ଆସି ତାଙ୍କୁ ବନ୍ଦୀରେ ସାହାଯ୍ୟ କରିବା ଉଚିତ୍।

### ଏହି ପୁସ୍ତକର ଆଖ୍ୟା କିପରି ଅନୁବାଦ କରାଯିବା ଉଚିତ?

ଅନୁବାଦକଗଣ ଏହି ପୁସ୍ତକକୁ ଏହାର ପାରମ୍ପାରିକ ନାମ “ଫିଲୀମୋନ” ବୋଲି ଅନୁବାଦ କରିପାରନ୍ତି ।କିମ୍ବା ସେମାନେ “ଫିଲମୋନଙ୍କୁ ପାଉଲଙ୍କ ପାତ୍ର” କିମ୍ବା “ପାଉଲ ଫିଲିମୋନଙ୍କୁ ଲେଖିଥିବା ପତ୍ର” ବୋଲି ସ୍ପଷ୍ଟ ଭାବରେ ଅନୁବାଦ କରିପାରିବେ । (ଦେଖନ୍ତୁ: [[rc://en/ta/man/translate/translate-names]])

## ଭାଗ ୨: ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଏବଂ ସାଂସ୍କୃତିକ ଧାରଣାଗୁଡ଼ିକ

### ଏହି ପତ୍ର ଦାସତ୍ୱ ପ୍ରଥାକୁ ଅନୁମୋଦନ କରେ କି?

ପାଉଲ ଅନୀସିମକୁ ତାଙ୍କ ପୂର୍ବ ସ୍ବାମୀ ନିକଟକୁ ପଠାଇଲେ। କିନ୍ତୁ ଏହାର ଅର୍ଥ ଏହା ନୁହେଁ ଯେ ପାଉଲ ଦାସତ୍ୱ ପ୍ରଥା ଏକ ଗ୍ରହଣୀୟ ଅଭ୍ୟାସ ବୋଲି ଅନୁମୋଦନ କରଛନ୍ତି । ଏହା ପରିବର୍ତ୍ତେ, ପାଉଲ ଲୋକମାନେ ପରସ୍ପର ସହିତ ପୁନଃମିଳିତ ହୋଇ ସେମାନେ ଯେକୌଣସି ପରିସ୍ଥିତିରେ ଥିଲେ ସୁଦ୍ଧା ଈଶ୍ଵରଙ୍କ ସେବା କରନ୍ତୁ ବୋଲି ଅଧିକ ଚିନ୍ତିତ ଥିଲେ। ସେହି ସମୟରେ ଏହି ସଂସ୍କୃତିରେ ଲୋକମାନେ ବିଭିନ୍ନ କାରଣରୁ ଦାସ ହେଉଥିଲେ ଏବଂ ଏହାକୁ ଏକ ସ୍ଥାୟୀ ଅବସ୍ଥା  ବିବେଚନା କରାଯାଉନଥିଲା ।

### ପାଉଲ “ଖ୍ରୀଷ୍ଟଙ୍କଠାରେ”, “ପ୍ରଭୁଙ୍କଠାରେ” ଇତ୍ୟାଦି ଅଭିବ୍ୟକ୍ତି ସହ କ’ଣ ବ୍ୟକ୍ତ କରିବାକୁ ଇଚ୍ଛା ପ୍ରକାଶ କରନ୍ତି ?

ପାଉଲ ଖ୍ରୀଷ୍ଟ ଏବଂ ବିଶ୍ଵାସୀମାନଙ୍କ ସହ ଅତି ଘନିଷ୍ଠତାର ଧାରଣା ପ୍ରକାଶ କରିବାକୁ ଇଚ୍ଛା ପ୍ରକାଶ କରୁଥୁଲେ । ଏହି ପ୍ରକାରର ଅଭିବ୍ୟକ୍ତି ବିଷୟରେ ଅଧିକ ବିବରଣୀ ପାଇଁ ରୋମୀୟ ପୁସ୍ତକର ପରିଚୟ ଦେଖନ୍ତୁ ।

## ଭାଗ ୩: ଗୁରୁତ୍ୱପୂର୍ଣ୍ଣ ଅନୁବାଦ ସମସ୍ୟାଗୁଡ଼ିକ

### ଏକକ ଏବଂ ବହୁବଚନ “ତୁମ୍ଭେ”

ଏହି ପୁସ୍ତକରେ “ମୁଁ” ଶବ୍ଦ ପାଉଲଙ୍କୁ ବୁଝାଏ । ଶବ୍ଦ “ତୁମ୍ଭେ” ପ୍ରାୟ ସବୁବେଳେ ଏକକ ଏବଂ ଫିଲୀମୋନକୁ ବୁଝାଏ। ଏହାର ଦୁଇଟି ବ୍ୟତିକ୍ରମ ହେଲା ୧:୨୨ ଏବଂ ୧:୨୫। ସେଠାରେ “ତୁମ୍ଭେ” ଫିଲୀମୋନ ଏବଂ ତାଙ୍କ ଘରେ ସାକ୍ଷାତ କରୁଥିବା ବିଶ୍ଵାସୀମାନଙ୍କୁ ବୁଝାଏ  । (ଦେଖନ୍ତୁ: [[rc://en/ta/man/translate/figs-exclusive]] ଏବଂ [[rc://en/ta/man/translate/figs-you]])

ପାଉଲ ନିଜକୁ ଏହି ପତ୍ରର (ପଦ ୧, ୯, ଏବଂ ୧୯ ରେ)  ଲେଖକ ଭାବରେ ତିନିଥର ପରିଚିତ କରନ୍ତି । ବୋଧହୁଏ ତୀମଥି ତାଙ୍କ ସହ ଥିଲେ ଏବଂ ପାଉଲ ଯେପରି କହିଥିଲେ ସେହିପରି ସେ ଲେଖିଥାଇ ପାରନ୍ତି । “ମୁଁ”, “ମୁଁ” ଏବଂ “ମୋର” ର ସମସ୍ତ ଉଦାହରଣ ପାଉଲଙ୍କୁ ବୁଝାଏ । ଫିଲୀମୋନ ମୁଖ୍ୟ ବ୍ୟକ୍ତି ଅଟନ୍ତି ଯାହାଙ୍କୁ ଏହି ପତ୍ର ଲେଖାଯାଇଛି। “ତୁମ୍ଭେ” ଏବଂ “ତୁମ୍ଭ” ର ସମସ୍ତ ଉଦାହରଣ ତାଙ୍କୁ ବୁଝାଏ ଏବଂ ଏକକ ଅଟେ । (ଦେଖନ୍ତୁ: [[rc://en/ta/man/translate/figs-you]]) +PHM 1 1 sg4f figs-you 0 General Information: +PHM 1 1 niq3 figs-exclusive Παῦλος, δέσμιος Χριστοῦ Ἰησοῦ, καὶ Τιμόθεος, ὁ ἀδελφὸς; Φιλήμονι 1 Paul, a prisoner of Christ Jesus, and the brother Timothy to Philemon PHM 1 1 cgs4 δέσμιος Χριστοῦ Ἰησοῦ 1 a prisoner of Christ Jesus ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ଜଣେ ବନ୍ଦୀ I ପାଉଲଙ୍କର ପ୍ରଚାରକୁ ବିରୋଧ କରୁଥିବା ଲୋକମାନେ ତାହାଙ୍କୁ ବନ୍ଦୀଶାଳାରେ ରଖି ତାହାଙ୍କୁ ଦଣ୍ଡ ଦେଉଥିଲେ I PHM 1 1 sv3p ὁ ἀδελφὸς 1 brother ଏଠାରେ ଏହାର ଅର୍ଥ ଜଣେ ସହ ଖ୍ରୀଷ୍ଟିୟାନ I PHM 1 1 r3l9 figs-exclusive τῷ ἀγαπητῷ ... ἡμῶν 1 our dear friend ଏଠାରେ “ଆମ୍ଭମାନଙ୍କ” ଶବ୍ଦଟି ପାଉଲ ଓ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ବୁଝାଏ, କିନ୍ତୁ ପାଠକକୁ ନୁହେଁ I (ଦେଖ: [[rc://or/ta/man/translate/figs-exclusive]])