diff --git a/en_tn_66-JUD.tsv b/en_tn_66-JUD.tsv index 5be96c5..8126c46 100644 --- a/en_tn_66-JUD.tsv +++ b/en_tn_66-JUD.tsv @@ -30,8 +30,8 @@ JUD 1 8 pn3j δόξας 1 glorious ones ଏଠାରେ, **ଅଲୌକିକ** JUD 1 9 rmg9 0 General Information: JUD 1 9 uzj1 οὐκ ἐτόλμησεν ... ἐπενεγκεῖν 1 did not dare to bring ଏଠାରେ ଯିହୂଦା ସାଙ୍କେତିକ ଭାବରେ **ବିଚାର** ବିଷୟରେ ଉଲ୍ଲେଖ କରନ୍ତି ଯେପରି ଏହା ଏକ ବସ୍ତୁ ଅଟେ ଯାହା କେହି ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଆଣିପାରେ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ଏକ ସାଙ୍କେତିକ ଉପାୟରେ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ତାଙ୍କ ବିରୁଦ୍ଧରେ ଅପବାଦର ବିଚାର କରିବାକୁ” (ଦେଖନ୍ତୁ:
[[rc://en/ta/man/translate/figs-metaphor]]) JUD 1 9 kib4 κρίσιν ... βλασφημίας 1 a slanderous judgment -JUD 1 9 v9fh κρίσιν ἐπενεγκεῖν βλασφημίας 1 bring a slanderous judgment against ମନ୍ଦ, ଅସତ୍ୟ ବିଷୟରେ କଥା କହନ୍ତି -JUD 1 10 h6sq οὗτοι 1 these people ଅଧାର୍ମିକ ଲୋକମାନେ +JUD 1 9 v9fh κρίσιν ἐπενεγκεῖν βλασφημίας 1 bring a slanderous judgment against ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ଆପଣ ଏକ ସମାନ ଅଭିବ୍ୟକ୍ତିରେ ଗୁନବାଚକ ବିଶେଷ୍ୟ **ବିଚାର** ପଛରେ ଥିବା ଧାରଣାକୁ ପ୍ରକାଶ କରିପାରିବ । ବିକଳ୍ପ ଅନୁବାଦ: “ତାଙ୍କୁ ଅପମାନିତ କରିବା ନିମନ୍ତେ” (ଦେଖନ୍ତୁ:
[[rc://en/ta/man/translate/figs-abstractnouns]]) +JUD 1 10 h6sq οὗτοι 1 these people ଏଠାରେ, **ଏମାନେ** ପଦ [୪](../୦୧/୦୪.md) ରେ ଉଲ୍ଲେଖିତ ମିଥ୍ୟା ଶିକ୍ଷକମାନଙ୍କୁ ବୁଝାଏ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ଏହି ମିଥ୍ୟା ଶିକ୍ଷକଗଣ” (ଦେଖନ୍ତୁ: [[rc://en/ta/man/translate/writing-pronouns]]) JUD 1 10 fjm5 ὅσα μὲν οὐκ οἴδασιν 1 whatever they do not understand "ଯେକୌଣସି ବିଷୟ ଯାହାର ଅର୍ଥ ସେମାନେ ଜାଣନ୍ତି ନାହିଁ I ସମ୍ଭାବିତ ଅର୍ଥଗୁଡିକ ୧) “ସମସ୍ତ ଉତ୍ତମ ବିଷୟ ଯାହା ସେମାନେ ବୁଝି ପାରନ୍ତି ନାହି “ କିମ୍ବା ୨) “ଗୌରବମୟ ବିଷୟ, ଯାହା ସେମାନେ ବୁଝି ପାରନ୍ତି ନାହି” ([ଯିହୂଦା ୧:୮](../01/08.md)) JUD 1 11 j3g9 figs-metaphor τῇ ὁδῷ τοῦ Κάϊν ἐπορεύθησαν 1 walked in the way of Cain ଏଠାରେ “ସେହିପରି ଜୀବନଯାପନ କରିବା” ନିମନ୍ତେ “ସମାନ ପଥରେ ଚାଲିଅଛନ୍ତି” ଏକ ରୂପକ ଅଟେ I” ଅନ୍ୟଏକ ଅନୁବାଦରେ: “କୟିନଙ୍କ ସମାନ ଜୀବନଯାପନ କଲେ” (ଦେଖ: [[rc://or/ta/man/translate/figs-metaphor]]) JUD 1 12 s4az 0 Connecting Statement: ଯିହୁଦା ଅଧାର୍ମିକ ଲୋକମାନଙ୍କ ବିଷୟରେ ବର୍ଣ୍ଣନା କରିବା ନିମନ୍ତେ ରୂପକର ଏକ ପର୍ଯ୍ୟାୟ ବ୍ୟବହାର କରୁଛନ୍ତି I ସେ ଏପରି ଲୋକମାନଙ୍କୁ ଚିହ୍ନିତ କରିବା ନିମନ୍ତେ ବିଶ୍ବାସୀମାନଙ୍କୁ ସଚେତନ କରନ୍ତି ଯେତେବେଳେ ସେମାନେ ସେମାନଙ୍କ ମଧ୍ୟରେ ଥିଲେ I