Edit 'en_tn_66-JUD.tsv' using 'tc-create-app'

This commit is contained in:
Gayatri-Digal 2022-03-10 10:39:15 +00:00
parent 33639e8296
commit 762103a06f
1 changed files with 2 additions and 2 deletions

View File

@ -13,8 +13,8 @@ JUD 1 3 j67u ἅπαξ 1 once for all ଏଠାରେ, **ସମସ୍ତଙ୍
JUD 1 4 v94i παρεισέδυσαν γάρ τινες ἄνθρωποι 1 For certain men have slipped in secretly among you ବିକଳ୍ପ ଅନୁବାଦ: “କେତେକ ଲୋକ ଗୁପ୍ତରେ ପ୍ରବେଶ କରିଅଛନ୍ତି” କିମ୍ବା “କେତେକ ଲୋକ ନିଜ ପ୍ରତି ଧ୍ୟାନ ନ ଦେଇ ପ୍ରବେଶ
କରିଛନ୍ତି”
JUD 1 4 wwz3 figs-activepassive οἱ ... προγεγραμμένοι εἰς ... τὸ κρίμα 1 men who were marked out for condemnation ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହୁଏ, ଆପଣ ଏହାକୁ ଏକ କ୍ରିୟାବାଚ୍ୟରେ ପ୍ରକାଶ କରିପାରିବେ ଏବଂ କାର୍ଯ୍ୟରେ କିଏ ଅନ୍ତର୍ଭୁକ୍ତ ଅଛି ତାହା ଆପଣ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ଯେଉଁ ଲୋକମାନଙ୍କୁ ଈଶ୍ଵର ଏହି ଦଣ୍ଡ ପାଇଁ
ବହୁ ପୂର୍ବରୁ ନିଯୁକ୍ତ କରିଥିଲେ” (ଦେଖନ୍ତୁ: [[rc://en/ta/man/translate/figs-activepassive]])
JUD 1 4 c642 figs-metaphor τὴν τοῦ Θεοῦ ἡμῶν χάριτα μετατιθέντες εἰς ἀσέλγειαν 1 who have changed the grace of our God into sensuality ଏଠାରେ, ଈଶ୍ଵରଙ୍କ **ଅନୁଗ୍ରହ** ସାଙ୍କେତିକ ଭାବରେ ଉଲ୍ଲେଖ କରାଯାଇଛି ଯେପରି ଏହା ଏକ ବସ୍ତୁ ଅଟେ ଯାହାକୁ ପାପପୂର୍ଣ୍ଣ ଅବସ୍ଥାରେ ପରିବର୍ତ୍ତନ କରାଯାଇପାରେ । ଯଦି ଏହା ଆପଣଙ୍କ ଭାଷାରେ ଅସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ଏକ ଅଣ-ସାଙ୍କେତିକ ଉପାୟରେ ଅନୁବାଦ କରିପାରିବେ । ବିଶ୍ଵାସୀମାନେ ଯୌନ କାମୁକତାରେ ଲିପ୍ତ ରହିପାରିବେ କାରଣ ଈଶ୍ଵରଙ୍କ ଅନୁଗ୍ରହ ଏହା କରିବାକୁ ଅନୁମତି ପ୍ରଦାନ କରେ ବୋଲି ମିଥ୍ୟା ଶିକ୍ଷକମାନେ ଶିକ୍ଷା ଦେଉଥିଲେ । ପାଉଲ ରୋମୀୟ ୬:୧- “ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ଆମ୍ଭେମାନେ ରହିଥିବା?  ତାହା କେବେ ହେଁ ନ ହେଉ!”  କୁ ଲେଖିଥିବା ସମୟରେ ଏହି ପ୍ରକାରର ମିଥ୍ୟା ଶିକ୍ଷା ବିଷୟରେ ଉଲ୍ଲେଖ କରି କରିଥିଲେ । ବିକଳ୍ପ ଅନୁବାଦ: “ଈଶ୍ଵରଙ୍କ ଅନୁଗ୍ରହ କାମୁକତାରେ ଲିପ୍ତ ରହିବାକୁ ଅନୁମତି ଦିଏ ବୋଲି ଶିକ୍ଷା ଦେଇ” (ଦେଖନ୍ତୁ: [[rc://or/ta/man/translate/figs-metaphor]])
JUD 1 4 ws1b τὸν μόνον Δεσπότην καὶ Κύριον ἡμῶν, Ἰησοῦν Χριστὸν, ἀρνούμενοι 1 deny our only Master and Lord, Jesus Christ ସମ୍ଭାବିତ ଅର୍ଥଗୁଡିକ ୧) ସେମାନେ ଶିକ୍ଷା ଦିଅନ୍ତି ଯେ ସେ ଈଶ୍ବର ନୁହନ୍ତି କିମ୍ବା ) ଏହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ବୀକାର କରନ୍ତି ନାହିଁ I
JUD 1 5 fa5e 0 Connecting Statement: ଯିହୂଦା ସେମାନଙ୍କ ଅତୀତରୁ ଦୃଷ୍ଟାନ୍ତ ଦିଅନ୍ତି ଯେଉଁମାନେ ପ୍ରଭୁଙ୍କ ଅନୁକରଣ କଲେନାହି I
JUD 1 4 ws1b τὸν μόνον Δεσπότην καὶ Κύριον ἡμῶν, Ἰησοῦν Χριστὸν, ἀρνούμενοι 1 deny our only Master and Lord, Jesus Christ ବିକଳ୍ପ ଅନୁବାଦ: “ଯୀଶୁ ଖ୍ରୀଷ୍ଟ ଆମ୍ଭମାନଙ୍କର କର୍ତ୍ତା ଓ ପ୍ରଭୁ ନୁହଁନ୍ତି ବୋଲି ଶିକ୍ଷା ଦିଅନ୍ତି”
JUD 1 5 fa5e 0 Connecting Statement: ଏଠାରେ, **ସମସ୍ତ ବିଷୟ** ବିଶେଷ ଭାବରେ ସେହି ସମସ୍ତ ବିଷୟକୁ ବୁଝାଏ ଯାହା ଯିହୂଦା ତାହାଙ୍କ ପାଠକମାନଙ୍କୁ ଏଠାରେ ସ୍ମରଣ କରାନ୍ତି । ଏଠାରେ ଥିବା ସମସ୍ତ ବିଷୟ ଈଶ୍ଵରଙ୍କ ବିଷୟରେ କିମ୍ବା ସମସ୍ତ  ବିଷୟରେ ବୁଝାଏ ନାହିଁ । ଯଦି ଏହା ଆପଣଙ୍କ ପାଠକମାନଙ୍କ ପାଇଁ ଅଧିକ ସ୍ପଷ୍ଟ ହେବ, ଆପଣ ଏହାକୁ ସ୍ପଷ୍ଟ ଭାବରେ ଅନୁବାଦ କରି ପାରିବେ ।ବିକଳ୍ପ ଅନୁବାଦ: “ଏହି ସମସ୍ତ ବିଷୟ ଯାହା ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଏ” (ଦେଖନ୍ତୁ:
[[rc://en/ta/man/translate/figs-explicit]])
JUD 1 5 f4mm Ἰησοῦς λαὸν ἐκ γῆς Αἰγύπτου σώσας 1 Jesus saved a people out of the land of Egypt ପ୍ରଭୁ ବହୁକାଳ ପୂର୍ବେ ଈଶ୍ବର ଇଶ୍ରାୟେଲୀୟମାନଙ୍କୁ ମିସର ଦେଶରୁ ଉଦ୍ଧାର କରିଥିଲେ
JUD 1 6 pt1k τὴν ἑαυτῶν ἀρχὴν 1 their own position of authority ଯେଉଁ ଦାୟିତ୍ବ ଈଶ୍ବର ସେମାନଙ୍କୁ ସମର୍ପଣ କରିଥିଲେ
JUD 1 6 s3cn δεσμοῖς ἀϊδίοις ὑπὸ ζόφον τετήρηκεν 1 God has kept them in everlasting chains, in utter darkness ଈଶ୍ବର ଏହି ଦୂତମାନଙ୍କୁ ଏକ ଅନ୍ଧକାରମୟ ବନ୍ଧନରେ ରଖି ଅଛନ୍ତି, ଯେଉଁଠାରୁ ସେମାନେ କଦାପି ରକ୍ଷା ପାଇବେ ନାହିଁ

1 Book Chapter Verse ID SupportReference OrigQuote Occurrence GLQuote OccurrenceNote
13 JUD 1 4 v94i παρεισέδυσαν γάρ τινες ἄνθρωποι 1 For certain men have slipped in secretly among you ବିକଳ୍ପ ଅନୁବାଦ: “କେତେକ ଲୋକ ଗୁପ୍ତରେ ପ୍ରବେଶ କରିଅଛନ୍ତି” କିମ୍ବା “କେତେକ ଲୋକ ନିଜ ପ୍ରତି ଧ୍ୟାନ ନ ଦେଇ ପ୍ରବେଶ
କରିଛନ୍ତି”
14 JUD 1 4 wwz3 figs-activepassive οἱ ... προγεγραμμένοι εἰς ... τὸ κρίμα 1 men who were marked out for condemnation ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହୁଏ, ଆପଣ ଏହାକୁ ଏକ କ୍ରିୟାବାଚ୍ୟରେ ପ୍ରକାଶ କରିପାରିବେ ଏବଂ କାର୍ଯ୍ୟରେ କିଏ ଅନ୍ତର୍ଭୁକ୍ତ ଅଛି ତାହା ଆପଣ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ଯେଉଁ ଲୋକମାନଙ୍କୁ ଈଶ୍ଵର ଏହି ଦଣ୍ଡ ପାଇଁ
ବହୁ ପୂର୍ବରୁ ନିଯୁକ୍ତ କରିଥିଲେ” (ଦେଖନ୍ତୁ: [[rc://en/ta/man/translate/figs-activepassive]])
15 JUD 1 4 c642 figs-metaphor τὴν τοῦ Θεοῦ ἡμῶν χάριτα μετατιθέντες εἰς ἀσέλγειαν 1 who have changed the grace of our God into sensuality ଏଠାରେ, ଈଶ୍ଵରଙ୍କ **ଅନୁଗ୍ରହ** ସାଙ୍କେତିକ ଭାବରେ ଉଲ୍ଲେଖ କରାଯାଇଛି ଯେପରି ଏହା ଏକ ବସ୍ତୁ ଅଟେ ଯାହାକୁ ପାପପୂର୍ଣ୍ଣ ଅବସ୍ଥାରେ ପରିବର୍ତ୍ତନ କରାଯାଇପାରେ । ଯଦି ଏହା ଆପଣଙ୍କ ଭାଷାରେ ଅସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ଏକ ଅଣ-ସାଙ୍କେତିକ ଉପାୟରେ ଅନୁବାଦ କରିପାରିବେ । ବିଶ୍ଵାସୀମାନେ ଯୌନ କାମୁକତାରେ ଲିପ୍ତ ରହିପାରିବେ କାରଣ ଈଶ୍ଵରଙ୍କ ଅନୁଗ୍ରହ ଏହା କରିବାକୁ ଅନୁମତି ପ୍ରଦାନ କରେ ବୋଲି ମିଥ୍ୟା ଶିକ୍ଷକମାନେ ଶିକ୍ଷା ଦେଉଥିଲେ । ପାଉଲ ରୋମୀୟ ୬:୧-୨ “ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ଆମ୍ଭେମାନେ ରହିଥିବା?  ତାହା କେବେ ହେଁ ନ ହେଉ!”  କୁ ଲେଖିଥିବା ସମୟରେ ଏହି ପ୍ରକାରର ମିଥ୍ୟା ଶିକ୍ଷା ବିଷୟରେ ଉଲ୍ଲେଖ କରି କରିଥିଲେ । ବିକଳ୍ପ ଅନୁବାଦ: “ଈଶ୍ଵରଙ୍କ ଅନୁଗ୍ରହ କାମୁକତାରେ ଲିପ୍ତ ରହିବାକୁ ଅନୁମତି ଦିଏ ବୋଲି ଶିକ୍ଷା ଦେଇ” (ଦେଖନ୍ତୁ: [[rc://or/ta/man/translate/figs-metaphor]])
16 JUD 1 4 ws1b τὸν μόνον Δεσπότην καὶ Κύριον ἡμῶν, Ἰησοῦν Χριστὸν, ἀρνούμενοι 1 deny our only Master and Lord, Jesus Christ ସମ୍ଭାବିତ ଅର୍ଥଗୁଡିକ ୧) ସେମାନେ ଶିକ୍ଷା ଦିଅନ୍ତି ଯେ ସେ ଈଶ୍ବର ନୁହନ୍ତି କିମ୍ବା ୨) ଏହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ବୀକାର କରନ୍ତି ନାହିଁ I ବିକଳ୍ପ ଅନୁବାଦ: “ଯୀଶୁ ଖ୍ରୀଷ୍ଟ ଆମ୍ଭମାନଙ୍କର କର୍ତ୍ତା ଓ ପ୍ରଭୁ ନୁହଁନ୍ତି ବୋଲି ଶିକ୍ଷା ଦିଅନ୍ତି”
17 JUD 1 5 fa5e 0 Connecting Statement: ଯିହୂଦା ସେମାନଙ୍କ ଅତୀତରୁ ଦୃଷ୍ଟାନ୍ତ ଦିଅନ୍ତି ଯେଉଁମାନେ ପ୍ରଭୁଙ୍କ ଅନୁକରଣ କଲେନାହି I ଏଠାରେ, **ସମସ୍ତ ବିଷୟ** ବିଶେଷ ଭାବରେ ସେହି ସମସ୍ତ ବିଷୟକୁ ବୁଝାଏ ଯାହା ଯିହୂଦା ତାହାଙ୍କ ପାଠକମାନଙ୍କୁ ଏଠାରେ ସ୍ମରଣ କରାନ୍ତି । ଏଠାରେ ଥିବା ସମସ୍ତ ବିଷୟ ଈଶ୍ଵରଙ୍କ ବିଷୟରେ କିମ୍ବା ସମସ୍ତ  ବିଷୟରେ ବୁଝାଏ ନାହିଁ । ଯଦି ଏହା ଆପଣଙ୍କ ପାଠକମାନଙ୍କ ପାଇଁ ଅଧିକ ସ୍ପଷ୍ଟ ହେବ, ଆପଣ ଏହାକୁ ସ୍ପଷ୍ଟ ଭାବରେ ଅନୁବାଦ କରି ପାରିବେ ।ବିକଳ୍ପ ଅନୁବାଦ: “ଏହି ସମସ୍ତ ବିଷୟ ଯାହା ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଏ” (ଦେଖନ୍ତୁ:
[[rc://en/ta/man/translate/figs-explicit]])
18 JUD 1 5 f4mm Ἰησοῦς λαὸν ἐκ γῆς Αἰγύπτου σώσας 1 Jesus saved a people out of the land of Egypt ପ୍ରଭୁ ବହୁକାଳ ପୂର୍ବେ ଈଶ୍ବର ଇଶ୍ରାୟେଲୀୟମାନଙ୍କୁ ମିସର ଦେଶରୁ ଉଦ୍ଧାର କରିଥିଲେ
19 JUD 1 6 pt1k τὴν ἑαυτῶν ἀρχὴν 1 their own position of authority ଯେଉଁ ଦାୟିତ୍ବ ଈଶ୍ବର ସେମାନଙ୍କୁ ସମର୍ପଣ କରିଥିଲେ
20 JUD 1 6 s3cn δεσμοῖς ἀϊδίοις ὑπὸ ζόφον τετήρηκεν 1 God has kept them in everlasting chains, in utter darkness ଈଶ୍ବର ଏହି ଦୂତମାନଙ୍କୁ ଏକ ଅନ୍ଧକାରମୟ ବନ୍ଧନରେ ରଖି ଅଛନ୍ତି, ଯେଉଁଠାରୁ ସେମାନେ କଦାପି ରକ୍ଷା ପାଇବେ ନାହିଁ