Edit 'en_tn_66-JUD.tsv' using 'tc-create-app'

This commit is contained in:
Gayatri-Digal 2022-03-11 11:07:47 +00:00
parent 0e165ca959
commit c63d93627e
1 changed files with 1 additions and 1 deletions

View File

@ -60,7 +60,7 @@ JUD 1 20 cc68 figs-metaphor ἐποικοδομοῦντες ἑαυτοὺς 1
JUD 1 21 zd2c figs-metaphor ἑαυτοὺς ἐν ἀγάπῃ Θεοῦ τηρήσατε 1 Keep yourselves in God's love ଏଠାରେ ଯିହୂଦା ସାଙ୍କେତିକ ଭାବରେ ଈଶ୍ଵରଙ୍କ **ପ୍ରେମ ପାଇବାକୁ** ସକ୍ଷମ ହେବା ପରି କହନ୍ତି ଯେପରି ଜଣେ ନିଜକୁ ଏକ ନିର୍ଦ୍ଦିଷ୍ଟ<br>ସ୍ଥାନରେ ରଖି ଏହାକୁ ପ୍ରାପ୍ତ କରିପାରେ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ଅନୁବାଦ କରି ପାରିବେ । ବିକଳ୍ପ ଅନୁବାଦ: “ଈଶ୍ଵରଙ୍କ ପ୍ରେମ ଗ୍ରହଣ କରିବାକୁ ନିଜକୁ ସକ୍ଷମ କର” (ଦେଖନ୍ତୁ: [[rc://or/ta/man/translate/figs-metaphor]])
JUD 1 21 s6w6 προσδεχόμενοι 1 wait for ଏହି ବାକ୍ୟାଂଶଟି ଏହାର ପୂର୍ବବର୍ତ୍ତୀ ବାକ୍ୟାଂଶ ସହ ଉଲ୍ଲେଖିତ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ଅନୁବାଦ କରି ପାରିବେ ।ବିକଳ୍ପ ଅନୁବାଦ: “ଆମ୍ଭମାନଙ୍କ ପ୍ରଭୁଙ୍କ ଦୟାକୁ ଅପେକ୍ଷା କରି” କିମ୍ବା “ଆମ୍ଭମାନଙ୍କ ପ୍ରଭୁଙ୍କ ଦୟା ଆଶା କରିବା ସମୟରେ”
JUD 1 21 p3bw figs-metonymy τὸ ἔλεος τοῦ Κυρίου ἡμῶν, Ἰησοῦ Χριστοῦ, εἰς ζωὴν αἰώνιον 1 the mercy of our Lord Jesus Christ that brings you eternal life ଏଠାରେ, **ଦୟା** ଶବ୍ଦ ବୁଝାଇପାରେ: ଯେବେ ଯୀଶୁ ପୃଥିବୀକୁ ଫେରି ବିଶ୍ଵାସୀମାନଙ୍କୁ ଦୟା ଦେଖାଇବେ । ବିକଳ୍ପ ଅନୁବାଦ: “ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଫେରିବା ଏବଂ ଦୟାଳୁ ହେବାକୁ” () ସମସ୍ତ ବିଶ୍ଵାସୀଙ୍କ ପ୍ରତି ଯୀଶୁଙ୍କ ଦୟାକୁ । ବିକଳ୍ପ ଅନୁବାଦ: “ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାଳୁ କାର୍ଯ୍ୟକୁ” (ଦେଖନ୍ତୁ: [[rc://en/ta/man/translate/figs-abstractnouns]])
JUD 1 22 wbr5 οὓς ... διακρινομένους 1 those who doubt ଯେଉଁମାନେ ଏପର୍ଯ୍ୟନ୍ତ ବିଶ୍ବାସ କରନ୍ତି ନାହିଁ ଯେ ଯୀଶୁ ଈଶ୍ବର ଅଟନ୍ତି
JUD 1 22 wbr5 οὓς ... διακρινομένους 1 those who doubt ଏଠାରେ **ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି** ବାକ୍ୟାଂଶ ସେହି ଲୋକମାନଙ୍କୁ ବୁଝାଏ ଯେଉଁମାନେ ମିଥ୍ୟା ଶିକ୍ଷକମାନଙ୍କ ଶିକ୍ଷାଦାନ ଏବଂ କାର୍ଯ୍ୟକଳାପ ହେତୁ ଦ୍ୱନ୍ଦ୍ୱରେ ପଡ଼ିଯାଇଛନ୍ତି । ବିକଳ୍ପ ଅନୁବାଦ: “ଯେଉଁମାନେ କ’ଣ ବିଶ୍ୱାସ କରିବେ ସେ ବିଷୟରେ ଅନିଶ୍ଚିତ ଅଟନ୍ତି”
JUD 1 23 wkj9 figs-metaphor ἐκ πυρὸς ἁρπάζοντες 1 snatching them out of the fire ଚିତ୍ରଣ କରେ ଯେ ସେମାନେ ଦଗ୍ଧ ହେବାକୁ ଆରମ୍ଭ କରିବା ପୂର୍ବରୁ ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣନ୍ତି I ଅନ୍ୟଏକ ଅନୁବାଦରେ: “ସେମାନେ ଖ୍ରୀଷ୍ଟ ବିହୀନ ହୋଇ ମୃତ୍ୟୁଭୋଗ କରିବାଠାରୁ ସେମାନଙ୍କୁ ରକ୍ଷା କରିବାକୁ ସେମାନଙ୍କ ନିମନ୍ତେ ଯାହା ଆବଶ୍ୟକ, ତାହା କରନ୍ତି I ଏହା ଅଗ୍ନି ମଧ୍ୟରୁ ସେମାନଙ୍କୁ ଟାଣି ଆଣିବା ସଦୃଶ ଅଟେ” (ଦେଖ: [[rc://or/ta/man/translate/figs-metaphor]])
JUD 1 23 ign7 οὓς ... ἐλεᾶτε ἐν φόβῳ 1 To others be merciful with fear ଅନ୍ୟମାନଙ୍କ ପ୍ରତି ଦୟାଳୁ ହୁଅ, କିନ୍ତୁ ସେମାନେ ଯେପ୍ରକାରେ ପାପ କଲେ, ସେପରି କରିବାକୁ ଭୟଭୀତ ହୁଅ
JUD 1 23 u4px figs-hyperbole μισοῦντες καὶ τὸν ἀπὸ τῆς σαρκὸς ἐσπιλωμένον χιτῶνα 1 Hate even the garment stained by the flesh ଯିହୂଦା ଆପଣା ପାଠକମାନଙ୍କୁ ସତର୍କ କରାଇବା ନିମନ୍ତେ ଅତିରଞ୍ଜନ କରୁଛନ୍ତି ଯେ ସେମାନେ ସେହି ପାପୀମାନଙ୍କ ସଦୃଶ ହୋଇ ଯିବେ I ଅନ୍ୟଏକ ଅନୁବାଦରେ: “ସେମାନଙ୍କୁ ଏପରି ବ୍ୟବହାର କର ଯେପରି ସେମାନଙ୍କ ବସ୍ତ୍ର ସ୍ପର୍ଶ କରିବା ଦ୍ବାରା ତୁମ୍ଭେମାନେ ପାପର ଦୋଷୀ ହୋଇ ପାର” (ଦେଖ: [[rc://or/ta/man/translate/figs-hyperbole]])

1 Book Chapter Verse ID SupportReference OrigQuote Occurrence GLQuote OccurrenceNote
60 JUD 1 21 zd2c figs-metaphor ἑαυτοὺς ἐν ἀγάπῃ Θεοῦ τηρήσατε 1 Keep yourselves in God's love ଏଠାରେ ଯିହୂଦା ସାଙ୍କେତିକ ଭାବରେ ଈଶ୍ଵରଙ୍କ **ପ୍ରେମ ପାଇବାକୁ** ସକ୍ଷମ ହେବା ପରି କହନ୍ତି ଯେପରି ଜଣେ ନିଜକୁ ଏକ ନିର୍ଦ୍ଦିଷ୍ଟ<br>ସ୍ଥାନରେ ରଖି ଏହାକୁ ପ୍ରାପ୍ତ କରିପାରେ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ଅନୁବାଦ କରି ପାରିବେ । ବିକଳ୍ପ ଅନୁବାଦ: “ଈଶ୍ଵରଙ୍କ ପ୍ରେମ ଗ୍ରହଣ କରିବାକୁ ନିଜକୁ ସକ୍ଷମ କର” (ଦେଖନ୍ତୁ: [[rc://or/ta/man/translate/figs-metaphor]])
61 JUD 1 21 s6w6 προσδεχόμενοι 1 wait for ଏହି ବାକ୍ୟାଂଶଟି ଏହାର ପୂର୍ବବର୍ତ୍ତୀ ବାକ୍ୟାଂଶ ସହ ଉଲ୍ଲେଖିତ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ଅନୁବାଦ କରି ପାରିବେ ।ବିକଳ୍ପ ଅନୁବାଦ: “ଆମ୍ଭମାନଙ୍କ ପ୍ରଭୁଙ୍କ ଦୟାକୁ ଅପେକ୍ଷା କରି” କିମ୍ବା “ଆମ୍ଭମାନଙ୍କ ପ୍ରଭୁଙ୍କ ଦୟା ଆଶା କରିବା ସମୟରେ”
62 JUD 1 21 p3bw figs-metonymy τὸ ἔλεος τοῦ Κυρίου ἡμῶν, Ἰησοῦ Χριστοῦ, εἰς ζωὴν αἰώνιον 1 the mercy of our Lord Jesus Christ that brings you eternal life ଏଠାରେ, **ଦୟା** ଶବ୍ଦ ବୁଝାଇପାରେ: ଯେବେ ଯୀଶୁ ପୃଥିବୀକୁ ଫେରି ବିଶ୍ଵାସୀମାନଙ୍କୁ ଦୟା ଦେଖାଇବେ । ବିକଳ୍ପ ଅନୁବାଦ: “ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଫେରିବା ଏବଂ ଦୟାଳୁ ହେବାକୁ” (୨) ସମସ୍ତ ବିଶ୍ଵାସୀଙ୍କ ପ୍ରତି ଯୀଶୁଙ୍କ ଦୟାକୁ । ବିକଳ୍ପ ଅନୁବାଦ: “ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାଳୁ କାର୍ଯ୍ୟକୁ” (ଦେଖନ୍ତୁ: [[rc://en/ta/man/translate/figs-abstractnouns]])
63 JUD 1 22 wbr5 οὓς ... διακρινομένους 1 those who doubt ଯେଉଁମାନେ ଏପର୍ଯ୍ୟନ୍ତ ବିଶ୍ବାସ କରନ୍ତି ନାହିଁ ଯେ ଯୀଶୁ ଈଶ୍ବର ଅଟନ୍ତି ଏଠାରେ **ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି** ବାକ୍ୟାଂଶ ସେହି ଲୋକମାନଙ୍କୁ ବୁଝାଏ ଯେଉଁମାନେ ମିଥ୍ୟା ଶିକ୍ଷକମାନଙ୍କ ଶିକ୍ଷାଦାନ ଏବଂ କାର୍ଯ୍ୟକଳାପ ହେତୁ ଦ୍ୱନ୍ଦ୍ୱରେ ପଡ଼ିଯାଇଛନ୍ତି । ବିକଳ୍ପ ଅନୁବାଦ: “ଯେଉଁମାନେ କ’ଣ ବିଶ୍ୱାସ କରିବେ ସେ ବିଷୟରେ ଅନିଶ୍ଚିତ ଅଟନ୍ତି”
64 JUD 1 23 wkj9 figs-metaphor ἐκ πυρὸς ἁρπάζοντες 1 snatching them out of the fire ଚିତ୍ରଣ କରେ ଯେ ସେମାନେ ଦଗ୍ଧ ହେବାକୁ ଆରମ୍ଭ କରିବା ପୂର୍ବରୁ ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣନ୍ତି I ଅନ୍ୟଏକ ଅନୁବାଦରେ: “ସେମାନେ ଖ୍ରୀଷ୍ଟ ବିହୀନ ହୋଇ ମୃତ୍ୟୁଭୋଗ କରିବାଠାରୁ ସେମାନଙ୍କୁ ରକ୍ଷା କରିବାକୁ ସେମାନଙ୍କ ନିମନ୍ତେ ଯାହା ଆବଶ୍ୟକ, ତାହା କରନ୍ତି I ଏହା ଅଗ୍ନି ମଧ୍ୟରୁ ସେମାନଙ୍କୁ ଟାଣି ଆଣିବା ସଦୃଶ ଅଟେ” (ଦେଖ: [[rc://or/ta/man/translate/figs-metaphor]])
65 JUD 1 23 ign7 οὓς ... ἐλεᾶτε ἐν φόβῳ 1 To others be merciful with fear ଅନ୍ୟମାନଙ୍କ ପ୍ରତି ଦୟାଳୁ ହୁଅ, କିନ୍ତୁ ସେମାନେ ଯେପ୍ରକାରେ ପାପ କଲେ, ସେପରି କରିବାକୁ ଭୟଭୀତ ହୁଅ
66 JUD 1 23 u4px figs-hyperbole μισοῦντες καὶ τὸν ἀπὸ τῆς σαρκὸς ἐσπιλωμένον χιτῶνα 1 Hate even the garment stained by the flesh ଯିହୂଦା ଆପଣା ପାଠକମାନଙ୍କୁ ସତର୍କ କରାଇବା ନିମନ୍ତେ ଅତିରଞ୍ଜନ କରୁଛନ୍ତି ଯେ ସେମାନେ ସେହି ପାପୀମାନଙ୍କ ସଦୃଶ ହୋଇ ଯିବେ I ଅନ୍ୟଏକ ଅନୁବାଦରେ: “ସେମାନଙ୍କୁ ଏପରି ବ୍ୟବହାର କର ଯେପରି ସେମାନଙ୍କ ବସ୍ତ୍ର ସ୍ପର୍ଶ କରିବା ଦ୍ବାରା ତୁମ୍ଭେମାନେ ପାପର ଦୋଷୀ ହୋଇ ପାର” (ଦେଖ: [[rc://or/ta/man/translate/figs-hyperbole]])