Edit 'en_tn_66-JUD.tsv' using 'tc-create-app'

This commit is contained in:
Gayatri-Digal 2022-03-10 11:40:54 +00:00
parent 9879c08769
commit c8aad2b084
1 changed files with 2 additions and 2 deletions

View File

@ -33,9 +33,9 @@ JUD 1 9 kib4 κρίσιν ... βλασφημίας 1 a slanderous judgment
JUD 1 9 v9fh κρίσιν ἐπενεγκεῖν βλασφημίας 1 bring a slanderous judgment against ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ଆପଣ ଏକ ସମାନ ଅଭିବ୍ୟକ୍ତିରେ ଗୁନବାଚକ ବିଶେଷ୍ୟ **ବିଚାର** ପଛରେ ଥିବା ଧାରଣାକୁ ପ୍ରକାଶ କରିପାରିବ । ବିକଳ୍ପ ଅନୁବାଦ: “ତାଙ୍କୁ ଅପମାନିତ କରିବା ନିମନ୍ତେ” (ଦେଖନ୍ତୁ:
[[rc://en/ta/man/translate/figs-abstractnouns]])
JUD 1 10 h6sq οὗτοι 1 these people ଏଠାରେ, **ଏମାନେ** ପଦ [୪](../୦୧/୦୪.md) ରେ ଉଲ୍ଲେଖିତ ମିଥ୍ୟା ଶିକ୍ଷକମାନଙ୍କୁ ବୁଝାଏ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ଏହି ମିଥ୍ୟା ଶିକ୍ଷକଗଣ” (ଦେଖନ୍ତୁ: [[rc://en/ta/man/translate/writing-pronouns]])
JUD 1 10 fjm5 ὅσα μὲν οὐκ οἴδασιν 1 whatever they do not understand ଏହା ନିମ୍ନଲିଖିତ ବିଷୟଗୁଡ଼ିକୁ ବୁଝାଏପାରେ: (୧) ପୂର୍ବ ପଦରେ ଉଲ୍ଲେଖ କରାଯାଇଥିବା ଆତ୍ମିକ ବିଷୟରେ ମିଥ୍ୟା ଶିକ୍ଷକମାନଙ୍କର
ଅସ୍ବୀକାରତାକୁ । ବିକଳ୍ପ ଅନୁବାଦ: “ଆତ୍ମିକ ବିଷୟ, ଯାହା ସେମାନେ ବୁଝନ୍ତି ନାହିଁ” ()(../୦୧/୦୮.md) ପଦରେ ଉଲ୍ଲେଖିତ ଗୌରବମୟ ବ୍ୟକ୍ତିଙ୍କ ବିଷୟରେ ମିଥ୍ୟା ଶିକ୍ଷକଙ୍କ ଅଜ୍ଞତାକୁ  । ବିକଳ୍ପ ଅନୁବାଦ: “ଗୌରବମୟଙ୍କ ବିଷୟରେ, ଯାହା ସେମାନେ ବୁଝନ୍ତି ନାହିଁ”
JUD 1 11 j3g9 figs-metaphor τῇ ὁδῷ τοῦ Κάϊν ἐπορεύθησαν 1 walked in the way of Cain ଏଠାରେ “ସେହିପରି ଜୀବନଯାପନ କରିବା” ନିମନ୍ତେ “ସମାନ ପଥରେ ଚାଲିଅଛନ୍ତି” ଏକ ରୂପକ ଅଟେ I” ଅନ୍ୟଏକ ଅନୁବାଦରେ: “କୟିନଙ୍କ ସମାନ ଜୀବନଯାପନ କଲେ” (ଦେଖ: [[rc://or/ta/man/translate/figs-metaphor]])
JUD 1 11 j3g9 figs-metaphor τῇ ὁδῷ τοῦ Κάϊν ἐπορεύθησαν 1 walked in the way of Cain ଏଠାରେ, **ପଥରେ ଚାଲିଯାଇଅଛନ୍ତି** ସେହିପରି ଜୀବନଯାପନ କରିଛନ୍ତି” ପାଇଁ ଏକ ରୂପକ ଅଟେ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ଏକ ସାଙ୍କେତିକ ଉପାୟରେ ପ୍ରକାଶ କରି ପାରିବେ ।
ବିକଳ୍ପ ଅନୁବାଦ: “ସେମାନେ କୟିନ ପରି ଜୀବନ ଅତିବାହିତ କରିଛନ୍ତି” (ଦେଖନ୍ତୁ:
[[rc://en/ta/man/translate/figs-metaphor]])
JUD 1 12 s4az 0 Connecting Statement:
JUD 1 12 r875 οὗτοί εἰσιν οἱ 1 These are the ones “ସେମାନେ” ଶବ୍ଦ [ଯିହୂଦା ୧:୪](../01/04.md)ର “ଅଧାର୍ମିକ ଲୋକମାନଙ୍କୁ” ବୁଝାଏ I
JUD 1 12 r875 οὗτοί εἰσιν οἱ 1 These are the ones ଏଠାରେ, **ଏମାନେ** [୪](../୦୧/୦୪.md) ପଦରେ ଉଲ୍ଲେଖିତ ମିଥ୍ୟା ଶିକ୍ଷକମାନଙ୍କୁ ବୁଝାଏ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ଏହି ମିଥ୍ୟା ଶିକ୍ଷକଗଣ” (ଦେଖନ୍ତୁ: [[rc://en/ta/man/translate/writing-pronouns]])
JUD 1 12 e25d figs-metaphor σπιλάδες 1 hidden reefs ପ୍ରବାଳଶ୍ରେଣୀ ବୃହତ ପ୍ରସ୍ତରମାନ ଅଟନ୍ତି ଯାହା ସମୁଦ୍ରରେ ଜଳପତ୍ତନର ଉତ୍ତାଳ ତରଙ୍ଗ ନିକଟବର୍ତ୍ତୀ ଅଟନ୍ତି I ଯେହେତୁ ନାବିକମାନେ ସେସବୁକୁ ଦେଖି ପାରନ୍ତି ନାହିଁ, ସେଗୁଡିକ ଅତି ବିପଜ୍ଜନକ ଅଟେ I ଜାହଜ ସହଜରେ ଧ୍ବଂସ ହୋଇପାରେ ଯଦି ସେଗୁଡିକ ଏହି ପ୍ରସ୍ତର ସହିତ ଧକ୍କା ହୁଅନ୍ତି I (ଦେଖ: [[rc://or/ta/man/translate/figs-metaphor]])
JUD 1 12 zk57 figs-metaphor δὶς ἀποθανόντα ἐκριζωθέντα 1 twice dead, torn up by the roots ମୂଳରୁ ଉତ୍ପାଟିତ ହୋଇଥିବା ଏକ ବୃକ୍ଷ ମୃତ୍ୟୁର ରୂପକ ଅଟେ I (ଦେଖ: [[rc://or/ta/man/translate/figs-metaphor]])
JUD 1 12 t28p figs-metaphor ἐκριζωθέντα 1 torn up by the roots ମୂଳରୁ ସମ୍ପୂର୍ଣ୍ଣ ଭାବରେ ଭୁମିରୁ ଉତ୍ପାଟିତ ହୋଇଥିବା ବୃକ୍ଷ ସଦୃଶ, ଅଧାର୍ମିକ ଲୋକମାନେ ଈଶ୍ବରଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଯେ ଜୀବନର ଉତ୍ସ ଅଟନ୍ତି I (ଦେଖ: [[rc://or/ta/man/translate/figs-metaphor]])

1 Book Chapter Verse ID SupportReference OrigQuote Occurrence GLQuote OccurrenceNote
33 JUD 1 9 v9fh κρίσιν ἐπενεγκεῖν βλασφημίας 1 bring a slanderous judgment against ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ଆପଣ ଏକ ସମାନ ଅଭିବ୍ୟକ୍ତିରେ ଗୁନବାଚକ ବିଶେଷ୍ୟ **ବିଚାର** ପଛରେ ଥିବା ଧାରଣାକୁ ପ୍ରକାଶ କରିପାରିବ । ବିକଳ୍ପ ଅନୁବାଦ: “ତାଙ୍କୁ ଅପମାନିତ କରିବା ନିମନ୍ତେ” (ଦେଖନ୍ତୁ:
[[rc://en/ta/man/translate/figs-abstractnouns]])
34 JUD 1 10 h6sq οὗτοι 1 these people ଏଠାରେ, **ଏମାନେ** ପଦ [୪](../୦୧/୦୪.md) ରେ ଉଲ୍ଲେଖିତ ମିଥ୍ୟା ଶିକ୍ଷକମାନଙ୍କୁ ବୁଝାଏ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ଏହି ମିଥ୍ୟା ଶିକ୍ଷକଗଣ” (ଦେଖନ୍ତୁ: [[rc://en/ta/man/translate/writing-pronouns]])
35 JUD 1 10 fjm5 ὅσα μὲν οὐκ οἴδασιν 1 whatever they do not understand ଏହା ନିମ୍ନଲିଖିତ ବିଷୟଗୁଡ଼ିକୁ ବୁଝାଏପାରେ: (୧) ପୂର୍ବ ପଦରେ ଉଲ୍ଲେଖ କରାଯାଇଥିବା ଆତ୍ମିକ ବିଷୟରେ ମିଥ୍ୟା ଶିକ୍ଷକମାନଙ୍କର
ଅସ୍ବୀକାରତାକୁ । ବିକଳ୍ପ ଅନୁବାଦ: “ଆତ୍ମିକ ବିଷୟ, ଯାହା ସେମାନେ ବୁଝନ୍ତି ନାହିଁ” (୨)(../୦୧/୦୮.md) ପଦରେ ଉଲ୍ଲେଖିତ ଗୌରବମୟ ବ୍ୟକ୍ତିଙ୍କ ବିଷୟରେ ମିଥ୍ୟା ଶିକ୍ଷକଙ୍କ ଅଜ୍ଞତାକୁ  । ବିକଳ୍ପ ଅନୁବାଦ: “ଗୌରବମୟଙ୍କ ବିଷୟରେ, ଯାହା ସେମାନେ ବୁଝନ୍ତି ନାହିଁ”
36 JUD 1 11 j3g9 figs-metaphor τῇ ὁδῷ τοῦ Κάϊν ἐπορεύθησαν 1 walked in the way of Cain ଏଠାରେ “ସେହିପରି ଜୀବନଯାପନ କରିବା” ନିମନ୍ତେ “ସମାନ ପଥରେ ଚାଲିଅଛନ୍ତି” ଏକ ରୂପକ ଅଟେ I” ଅନ୍ୟଏକ ଅନୁବାଦରେ: “କୟିନଙ୍କ ସମାନ ଜୀବନଯାପନ କଲେ” (ଦେଖ: [[rc://or/ta/man/translate/figs-metaphor]]) ଏଠାରେ, **ପଥରେ ଚାଲିଯାଇଅଛନ୍ତି** “ ସେହିପରି ଜୀବନଯାପନ କରିଛନ୍ତି” ପାଇଁ ଏକ ରୂପକ ଅଟେ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ଏକ ସାଙ୍କେତିକ ଉପାୟରେ ପ୍ରକାଶ କରି ପାରିବେ ।
ବିକଳ୍ପ ଅନୁବାଦ: “ସେମାନେ କୟିନ ପରି ଜୀବନ ଅତିବାହିତ କରିଛନ୍ତି” (ଦେଖନ୍ତୁ:
[[rc://en/ta/man/translate/figs-metaphor]])
37 JUD 1 12 s4az 0 Connecting Statement:
38 JUD 1 12 r875 οὗτοί εἰσιν οἱ 1 These are the ones “ସେମାନେ” ଶବ୍ଦ [ଯିହୂଦା ୧:୪](../01/04.md)ର “ଅଧାର୍ମିକ ଲୋକମାନଙ୍କୁ” ବୁଝାଏ I ଏଠାରେ, **ଏମାନେ** [୪](../୦୧/୦୪.md) ପଦରେ ଉଲ୍ଲେଖିତ ମିଥ୍ୟା ଶିକ୍ଷକମାନଙ୍କୁ ବୁଝାଏ । ଯଦି ଏହା ଆପଣଙ୍କ ଭାଷାରେ ଅଧିକ ସ୍ପଷ୍ଟ ହେବ, ତେବେ ଆପଣ ଏହାକୁ ସ୍ପଷ୍ଟ ଭାବରେ ପ୍ରକାଶ କରି ପାରିବେ । ବିକଳ୍ପ ଅନୁବାଦ: “ଏହି ମିଥ୍ୟା ଶିକ୍ଷକଗଣ” (ଦେଖନ୍ତୁ: [[rc://en/ta/man/translate/writing-pronouns]])
39 JUD 1 12 e25d figs-metaphor σπιλάδες 1 hidden reefs ପ୍ରବାଳଶ୍ରେଣୀ ବୃହତ ପ୍ରସ୍ତରମାନ ଅଟନ୍ତି ଯାହା ସମୁଦ୍ରରେ ଜଳପତ୍ତନର ଉତ୍ତାଳ ତରଙ୍ଗ ନିକଟବର୍ତ୍ତୀ ଅଟନ୍ତି I ଯେହେତୁ ନାବିକମାନେ ସେସବୁକୁ ଦେଖି ପାରନ୍ତି ନାହିଁ, ସେଗୁଡିକ ଅତି ବିପଜ୍ଜନକ ଅଟେ I ଜାହଜ ସହଜରେ ଧ୍ବଂସ ହୋଇପାରେ ଯଦି ସେଗୁଡିକ ଏହି ପ୍ରସ୍ତର ସହିତ ଧକ୍କା ହୁଅନ୍ତି I (ଦେଖ: [[rc://or/ta/man/translate/figs-metaphor]])
40 JUD 1 12 zk57 figs-metaphor δὶς ἀποθανόντα ἐκριζωθέντα 1 twice dead, torn up by the roots ମୂଳରୁ ଉତ୍ପାଟିତ ହୋଇଥିବା ଏକ ବୃକ୍ଷ ମୃତ୍ୟୁର ରୂପକ ଅଟେ I (ଦେଖ: [[rc://or/ta/man/translate/figs-metaphor]])
41 JUD 1 12 t28p figs-metaphor ἐκριζωθέντα 1 torn up by the roots ମୂଳରୁ ସମ୍ପୂର୍ଣ୍ଣ ଭାବରେ ଭୁମିରୁ ଉତ୍ପାଟିତ ହୋଇଥିବା ବୃକ୍ଷ ସଦୃଶ, ଅଧାର୍ମିକ ଲୋକମାନେ ଈଶ୍ବରଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଯେ ଜୀବନର ଉତ୍ସ ଅଟନ୍ତି I (ଦେଖ: [[rc://or/ta/man/translate/figs-metaphor]])