or_tn/2pe/01/02.md

12 lines
1.2 KiB
Markdown
Raw Permalink Normal View History

2020-11-19 00:15:53 +00:00
# May grace and peace increase in measure
ଈଶ୍ବର ହିଁ ବିଶ୍ବାସୀମାନଙ୍କୁ ଅନୁଗ୍ରହ ଓ ଶାନ୍ତି ଦେବେ I ବିକଳ୍ପ ଅନୁବାଦ: “ଈଶ୍ବର ତୁମ୍ଭମାନଙ୍କ ଅନୁଗ୍ରହ ଓ ଶାନ୍ତି ବୃଦ୍ଧି କରନ୍ତୁ” (ଦେଖ: [[rc://*/ta/man/translate/figs-explicit]])
# May grace and peace increase
ପିତର ଶାନ୍ତି ବିଷୟରେ କହନ୍ତି ଯେ ସତେ ଯେପରି ଏହା ଗୋଟିଏ ପଦାର୍ଥ, ଯାହା ଆକାରରେ ବା ସଂଖ୍ୟାରେ ବଢିପାରିବ I (ଦେଖ: [[rc://*/ta/man/translate/figs-metaphor]])
# in the knowledge of God and of Jesus our Lord
ତୁମେ “ଜ୍ଞାନ”କୁ ଗୋଟିଏ କ୍ରିୟା ବାକ୍ୟାଂଶ ସାହାଯ୍ୟରେ ଅନୁବାଦ କରିପାରିବ I ବିକଳ୍ପ ଅନୁବାଦ: “ଈଶ୍ବରଙ୍କୁ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଜାଣିବା ଦ୍ବାରା” (ଦେଖ: [[rc://*/ta/man/translate/figs-abstractnouns]])