or_tn/2pe/01/03.md

12 lines
838 B
Markdown
Raw Permalink Normal View History

2020-11-19 00:15:53 +00:00
# General Information:
ଈଶ୍ବର ପରାୟଣ ଜୀବନ ଯାପନ କରିବା ବିଷୟରେ ପିତର ବିଶ୍ବାସୀମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କରୁଛନ୍ତି I
# for life and godliness
ଏଠାରେ “ଧର୍ମପରାୟଣତା” ଶବ୍ଦଟି “ଜୀବନ” ଶବ୍ଦକୁ ବୁଝାଉଛି I ବିକଳ୍ପ ଅନୁବାଦ: “ଏକ ଧର୍ମପରାୟଣ ଜୀବନ ନିମନ୍ତେ” (ଦେଖ: [[rc://*/ta/man/translate/figs-hendiadys]])
# who called us
ଏଠାରେ “ଆମ୍ଭମାନଙ୍କୁ” ଶବ୍ଦଟି ପିତର ଓ ତାହାଙ୍କ ଶ୍ରୋତାମାନଙ୍କୁ ବୁଖାଏ I (ଦେଖ: [[rc://*/ta/man/translate/figs-inclusive]])