or_tn/2pe/02/04.md

24 lines
2.1 KiB
Markdown
Raw Permalink Normal View History

2020-11-19 00:15:53 +00:00
# Connecting Statement:
ଯେଉଁମାନେ ଈଶ୍ବରଙ୍କ ବିରୁଦ୍ଧରେ କାର୍ଯ୍ୟ କରିଥିଲେ ଓ ଯେଉଁମାନଙ୍କୁ ଈଶ୍ବର ସେମାନଙ୍କ କାର୍ଯ୍ୟ ସକାଶୁ ଦଣ୍ଡ ଦେଇଥିଲେ, ପିତର ସେମାନଙ୍କ ଦୃଷ୍ଟାନ୍ତ ଦେଉଛନ୍ତି I
# did not spare
ଦଣ୍ଡ ଦେବାରୁ ଅଟକିଲେ ନାହିଁ କିମ୍ବା “ଦଣ୍ଡ ଦେଲେ”
# he handed them down to Tartarus
“ଅନ୍ଧକାରମୟ ଗହ୍ବର” ଗ୍ରୀକ୍ ଧର୍ମରୁ ଆସିଥିବା ଗୋଟିଏ ଶବ୍ଦ, ଯାହା ଗୋଟିଏ ସ୍ଥାନକୁ ବୁଝାଏ, ଯେଉଁଠାରେ ମନ୍ଦ ଆତ୍ମାମାନେ ଓ ମୃତ୍ୟୁଭୋଗ କରିଥିବା ଦୁଷ୍ଟ ଲୋକମାନେ ଦଣ୍ଡ ପାଇଥାନ୍ତି I ବିକଳ୍ପ ଅନୁବାଦ: “ସେ ସେମାନଙ୍କୁ ନରକରେ ନିକ୍ଷେପ କଲେ” (ଦେଖ: [[rc://*/ta/man/translate/translate-names]])
# to be kept in chains of lower darkness
ଏହାକୁ କର୍ତ୍ତୃବାଚ୍ୟ ଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ଯେଉଁଠାରେ ସେ ସେମାନଙ୍କୁ ଅନ୍ଧକାରମୟ ଗହ୍ବରରେ ବାନ୍ଧି ରଖିବେ” (ଦେଖ: [[rc://*/ta/man/translate/figs-activepassive]])
# in chains of lower darkness
ସମ୍ଭାବିତ ଅର୍ଥଗୁଡିକହେଲା ୧) “ଗୋଟିଏ ଅତି ଅନ୍ଧକାରମୟ ସ୍ଥାନରେ ବାନ୍ଧି” କିମ୍ବା ) “ସେମାନଙ୍କୁ ଗଭୀର ଅନ୍ଧକାରରେ ଜଞ୍ଜିରରେ ବାନ୍ଧି ବନ୍ଦୀକରି” (ଦେଖ: [[rc://*/ta/man/translate/figs-metaphor]])
# until the judgment
ଏହା ବିଚାର ଦିନକୁ ବୁଝାଏ, ଯେତେବେଳେ ଈଶ୍ବର ସମସ୍ତଙ୍କ ବିଚାର କରିବେ I