or_tn/2pe/02/12.md

12 lines
1.1 KiB
Markdown
Raw Permalink Normal View History

2020-11-19 00:15:53 +00:00
# these unreasoning animals are naturally made for capture and destruction.
ପଶୁମାନେ ଯେପରି ତର୍କ କରିପାରନ୍ତି ନାହିଁ, ଏହି ଲୋକମାନଙ୍କ ସହିତ ତର୍କ କରିହେବ ନାହିଁ I ବିକଳ୍ପ ଅନୁବାଦ: “ଏହି ଭଣ୍ଡ ଶିକ୍ଷକମାନେ ଅଜ୍ଞାନ ପଶୁତୁଲ୍ୟ, ଯେଉଁମାନେ ଧୃତହୋଇ ବିନଷ୍ଟ ହେବା ନିମନ୍ତେ ଜାତ” (ଦେଖ: [[rc://*/ta/man/translate/figs-metaphor]])
# They do not know what they insult
ସେମାନେ ଜାଣୁ ନ ଥିବା ବା ବୁଝୁ ନ ଥିବା ବିଷୟରେ ମନ୍ଦ କଥା କହନ୍ତି
# They will be destroyed
ଏହାକୁ କର୍ତ୍ତୃବାଚ୍ୟ ଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ଈଶ୍ବର ସେମାନଙ୍କୁ ବିନଷ୍ଟ କରିବେ” (ଦେଖ: [[rc://*/ta/man/translate/figs-activepassive]])