or_tn/2pe/03/intro.md

10 lines
1.4 KiB
Markdown
Raw Permalink Normal View History

2020-11-19 00:15:53 +00:00
# ପିତର ୦୩ ସାଧାରଣ ସୂଚନା
## ଏହି ଅଧ୍ୟାୟର ବିଶେଷ ଧାରଣା
### ଅଗ୍ନି
ଲୋକମାନେ ପ୍ରାୟତଃ କୌଣସି ଜିନିଷକୁ ନଷ୍ଟ କରିବାକୁ ବା ମଇଳା ଓ ଅଦରକାରୀ ଅଂଶକୁ ଜାଳିଦେଇ କୌଣସି ଜିନିଷ ଶୁଦ୍ଧ କରିବାକୁ ଅଗ୍ନି ବ୍ୟବହାର କରନ୍ତି I ଅତଏବ, ଯେତେବେଳେ ଈଶ୍ବର ଦୁଷ୍ଟମାନଙ୍କୁ ଦଣ୍ଡ ଦିଅନ୍ତି ବା ଆପଣା ଲୋକମାନଙ୍କୁ ଶୁଦ୍ଧ କରନ୍ତି, ଏଥିରେ ପ୍ରାୟତଃ ଅଗ୍ନି ସମ୍ପୃକ୍ତ ଥାଏ I (ଦେଖ: [[rc://*/tw/dict/bible/other/fire]])
### ପ୍ରଭୁଙ୍କ ଦିନ
ପ୍ରଭୁଙ୍କ ଆଗମନ ଦିନର ସଠିକ୍ ସମୟ ଲୋକମାନଙ୍କ ନିମନ୍ତେ ଗୋଟିଏ ଆଶ୍ଚର୍ଯ୍ୟର ବିଷୟ ହେବ I ଏହାର ଅର୍ଥ ହେଉଛି “ରାତ୍ରିରେ ଚୋର ଆସିବା ପରି” I ଏଥିପାଇଁ, ଖ୍ରୀଷ୍ଟିୟାନମାନେ ପ୍ରଭୁଙ୍କ ଆଗମନ ନିମନ୍ତେ ପ୍ରସ୍ତୁତ ରହିବା ଆବଶ୍ୟକ I (ଦେଖ: [[rc://*/tw/dict/bible/kt/dayofthelord]] ଓ [[rc://*/ta/man/translate/figs-simile]])