or_tn/2ti/04/04.md

8 lines
1.2 KiB
Markdown
Raw Permalink Normal View History

2020-11-19 00:15:53 +00:00
# They will turn their hearing away from the truth
ଲୋକମାନେ ଆଉ ମନଯୋଗ କରୁ ନ ଥିବା ବିଷୟରେ ପାଉଲ କହନ୍ତି ଯେ ସତେ ଯେପରି ସେମାନେ ଶାରୀରିକ ଭାବରେ ବିମୁଖ ହେଉଛନ୍ତି, ଯେପରି ସେମାନେ ଶୁଣିପାରିବେ ନାହିଁ I ବିକଳ୍ପ ଅନୁବାଦ: “ସେମାନେ ସତ୍ୟ ପ୍ରତି ଆଉ ମନଯୋଗ କରିବେ ନାହିଁ” (ଦେଖ: [[rc://*/ta/man/translate/figs-metaphor]])
# they will turn aside to myths
ଲୋକମାନେ କଳ୍ପିତ କାହାଣୀ ପ୍ରତି ମନଯୋଗ କରିବାକୁ ଆରମ୍ଭ କରିବା ବିଷୟରେ ପାଉଲ କହନ୍ତି ଯେ ସତେ ଯେପରି ସେମାନେ ଶୁଣିବାକୁ ଶାରୀରିକ ଭାବରେ ସେମାନଙ୍କ ପ୍ରତି ଢଳିପଡୁଛନ୍ତି I ବିକଳ୍ପ ଅନୁବାଦ: “ସେମାନେ ସତ୍ୟ ନ ଥିବା ଶିକ୍ଷା ପ୍ରତି ମନଯୋଗ କରିବେ” (ଦେଖ: [[rc://*/ta/man/translate/figs-metaphor]])