or_tn/eph/02/10.md

8 lines
1.1 KiB
Markdown
Raw Permalink Normal View History

2020-11-19 00:15:53 +00:00
# in Christ Jesus
ଖ୍ରୀଷ୍ଟ ଯୀଶୁଙ୍କଠାରେ ଓ ସେହିପରି ଭାବଗୁଡିକ ରୂପକ ଅଟନ୍ତି ଯାହା ନୂତନ ନିୟମର ପତ୍ର ଗୁଡିକରେ ବାରମ୍ବାର ଦେଖିବାକୁ ମିଳେ I ସେଗୁଡିକ ଖ୍ରୀଷ୍ଟ ଓ ତାହାଙ୍କଠାରେ ବିଶ୍ବାସ କରୁଥିବା ଲୋକମାନଙ୍କ ମଧ୍ୟରେ ଏକ ଯଥାସମ୍ଭବ ଦୃଢ଼ ସମ୍ପର୍କକୁ ପ୍ରକାଶ କରେ I
# we would walk in them
ଆଚରଣ କରିବା ବିଷୟଟି ହେଉଛି ଗୋଟିଏ ରୂପକ ଯାହା ଜଣେ ଲୋକ କିପରି ଜୀବନ ଯାପନ କରୁଛି, ତା’କୁ ବୁଝାଏ I ଏଠାରେ “ସେହିସବୁରେ” “ସତ୍କର୍ମ”କୁ ବୁଝାଏ I ବିକଳ୍ପ ଅନୁବାଦ: “ଆମ୍ଭେମାନେ ସର୍ବଦା ନିରନ୍ତର ସେହି ସତ୍କର୍ମସବୁ କରିବା”