or_tn/eph/04/04.md

12 lines
1.0 KiB
Markdown
Raw Permalink Normal View History

2020-11-19 00:15:53 +00:00
# one body
ମଣ୍ଡଳୀକୁ ପ୍ରାୟତଃ ଖ୍ରୀଷ୍ଟଙ୍କର ଶରୀର ବୋଲି କୁହାଯାଏ I (ଦେଖ: [[rc://*/ta/man/translate/figs-metaphor]])
# one Spirit
କେବଳ ଏକ ପବିତ୍ର ଆତ୍ମା
# you were called in one certain hope of your calling
ଏହାକୁ କର୍ତ୍ତୃବାଚ୍ୟଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ ତୁମ୍ଭମାନଙ୍କ ଆହ୍ବାନରେ ଈଶ୍ବର ତୁମ୍ଭମାନଙ୍କୁ ଗୋଟିଏ ଦୃଢ଼ ଭରସା ରଖିବାକୁ ଆହ୍ବାନ କଲେ” କିମ୍ବା “ଗୋଟିଏ ବିଷୟ ହେଉଛି ଯେ ଈଶ୍ବର ତୁମ୍ଭମାନଙ୍କୁ ମଧ୍ୟ ଦୃଢ଼ ହେବାକୁ ଓ ଈଶ୍ବର ତାହା କରନ୍ତୁ ବୋଲି ଆଶା ରଖିବାକୁ ତୁମ୍ଭମାନଙ୍କୁ ମନୋନୀତ କଲେ” (ଦେଖ: [[rc://*/ta/man/translate/figs-activepassive]])