or_tn/jud/01/06.md

16 lines
960 B
Markdown
Raw Permalink Normal View History

2020-11-19 00:15:53 +00:00
# their own position of authority
ଯେଉଁ ଦାୟିତ୍ବ ଈଶ୍ବର ସେମାନଙ୍କୁ ସମର୍ପଣ କରିଥିଲେ
# God has kept them in everlasting chains, in utter darkness
ଈଶ୍ବର ଏହି ଦୂତମାନଙ୍କୁ ଏକ ଅନ୍ଧକାରମୟ ବନ୍ଧନରେ ରଖି ଅଛନ୍ତି, ଯେଉଁଠାରୁ ସେମାନେ କଦାପି ରକ୍ଷା ପାଇବେ ନାହିଁ
# utter darkness
ଏଠାରେ “ଅନ୍ଧକାର” ଏକ ରୂପକ ଅଟେ ଯାହା ମୃତମାନଙ୍କ ସ୍ଥାନ ବା ନରକକୁ ବୁଝାଏ I ଅନ୍ୟଏକ ଅନୁବାଦରେ: “ନରକର ଘୋର ଅନ୍ଧକାରରେ” (ଦେଖ: [[rc://*/ta/man/translate/figs-metonymy]])
# the great day
ଶେଷ ଦିନରେ ଯେତେବେଳେ ଈଶ୍ବର ସମସ୍ତଙ୍କ ବିଚାର କରିବେ