or_tn/jud/01/21.md

12 lines
1015 B
Markdown
Raw Permalink Normal View History

2020-11-19 00:15:53 +00:00
# Keep yourselves in God's love
ଈଶ୍ବରଙ୍କ ପ୍ରେମ ପ୍ରାପ୍ତ କରିବାକୁ ସକ୍ଷମ ହେବା ବିଷୟରେ କୁହାଯାଏ ଯେପରି ଜଣେ ବ୍ୟକ୍ତି ଆପଣାକୁ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ସ୍ଥାପନ କରେ I (ଦେଖ: [[rc://*/ta/man/translate/figs-metaphor]])
# wait for
ଆଗ୍ରହର ସହିତ ଅପେକ୍ଷା କରୁଅଛୁ
# the mercy of our Lord Jesus Christ that brings you eternal life
ଏଠାରେ “ଦୟା” ସ୍ବୟଂ ଯୀଶୁଖ୍ରୀଷ୍ଟଙ୍କୁ ବୁଝାଏ, ଯେ ଆପଣା ସହିତ ସେମାନଙ୍କୁ ଅନନ୍ତକାଳ ବାସ କରିବା ନିମନ୍ତେ ସ୍ଥିର କରିବା ଦ୍ବାରା ବିଶ୍ବାସୀମାନଙ୍କ ପ୍ରତି ଆପଣା ଦୟା ଦେଖାଇବେ I (ଦେଖ: [[rc://*/ta/man/translate/figs-metonymy]])