or_tn/phm/01/03.md

12 lines
887 B
Markdown
Raw Permalink Normal View History

2020-11-19 00:15:53 +00:00
# May grace be to you and peace from God our Father and the Lord Jesus Christ
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ I ଏହା ଏକ ଆଶୀର୍ବାଦ ଅଟେ I
# God our Father
ଏଠାରେ “ଆମ୍ଭମାନଙ୍କ” ଶବ୍ଦ ପାଉଲଙ୍କୁ, ତାହାଙ୍କ ସହିତ ଥିବା ଲୋକମାନଙ୍କୁ, ଓ ପାଠକକୁ ବୁଝାଏ I (ଦେଖ: [[rc://*/ta/man/translate/figs-inclusive]])
# our Father
ଏହା ଈଶ୍ବରଙ୍କ ନିମନ୍ତେ ଏକ ଗୁରୁତ୍ବପୂର୍ଣ୍ଣ ସଂଜ୍ଞା ଅଟେ I (ଦେଖ: [[rc://*/ta/man/translate/guidelines-sonofgodprinciples]])