or_tn/tit/01/12.md

12 lines
858 B
Markdown
Raw Permalink Normal View History

2020-11-19 00:15:53 +00:00
# One of their own prophets
କ୍ରୀତୀର ହିଁ ଜଣେ ଭାବବାଦୀ କିମ୍ବା “ଆପଣାକୁ ଜଣେ ଭାବବାଦୀ ବୋଲାଉଥିବା ଜଣେ କ୍ରୀତୀବାସୀ”
# Cretans are always liars
କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ I ଏହା ଗୋଟିଏ ଅତିରଂଜନ, ଯାହାର ଅର୍ଥ ହେଉଛି ଯେ ଅନେକ କ୍ରୀତୀବାସୀମାନେ ମିଥ୍ୟା କହନ୍ତି I (ଦେଖ: [[rc://*/ta/man/translate/figs-hyperbole]])
# evil beasts
ଏହି ରୂପକ କ୍ରୀତୀବାସୀମାନଙ୍କୁ ହିଂସ୍ରକ ବନ୍ୟ ପଶୁଭାବରେ ତୁଳନା କରୁଅଛି I (ଦେଖ: [[rc://*/ta/man/translate/figs-metaphor]])