or_tn/tit/02/12.md

16 lines
1.0 KiB
Markdown
Raw Permalink Normal View History

2020-11-19 00:15:53 +00:00
# trains us
ପାଉଲ ଈଶ୍ବରଙ୍କ ଅନୁଗ୍ରହ ବିଷୟରେ କହନ୍ତି ([ତିତସ୍ :୧୧] (./11.md)) ଯେ ସତେ ଯେପରି ଏହା ଜଣେ ବ୍ୟକ୍ତି ଅଟନ୍ତି ଯିଏ ଅନ୍ୟ ଲୋକମାନଙ୍କ ନିକଟକୁ ଯାଇ ପବିତ୍ର ଜୀବନ ଯାପନ କରିବା ନିମନ୍ତେ ସେମାନଙ୍କୁ ତାଲିମ ଦିଅନ୍ତି I (ଦେଖ: [[rc://*/ta/man/translate/figs-personification]])
# trains us to reject godlessness
ଈଶ୍ବରଙ୍କୁ ଅସମ୍ମାନ କରିବାକୁ ଶିକ୍ଷା ଦିଏ ନାହିଁ
# worldly passions
ଏହି ଜଗତର ବିଷୟ ନିମନ୍ତେ ଦୃଢ଼ ଅଭିଳାଷ କିମ୍ବା “ପାପପୂର୍ଣ୍ଣ କାମନା ନିମନ୍ତେ ଦୃଢ଼ ଅଭିଳାଷ”
# in this age
ଏହି ଜଗତରେ ବାସ କରୁଥିବା ସମୟରେ କିମ୍ବା “ଏହି ସମୟରେ”