or_tn/tit/02/13.md

8 lines
863 B
Markdown
Raw Permalink Normal View History

2020-11-19 00:15:53 +00:00
# we look forward to receiving
ସ୍ବାଗତ କରିବାକୁ ଆମ୍ଭେମାନେ ଅପେକ୍ଷା କରୁଅଛୁ
# our blessed hope, the appearance of the glory of our great God and Savior Jesus Christ
ଏଠାରେ “ଗୌରବ” ସ୍ବୟଂ ଯୀଶୁଙ୍କୁ ବୁଝାଏ ଯେ କି ଗୌରବମୟ ଭାବରେ ପ୍ରକାଶିତ ହେବେ I ବିକଳ୍ପ ଅନୁବାଦ: “ଆମ୍ଭେମାନେ ଭରସା କରୁଥିବା ଉତ୍ତମ ବିଷୟ ନିମନ୍ତେ, ଅର୍ଥାତ୍, ଆମ୍ଭମାନଙ୍କ ମହାନ୍ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଗୌରବମୟ ପ୍ରକାଶନ ନିମନ୍ତେ” (ଦେଖ: [[rc://*/ta/man/translate/figs-metonymy]])