12 lines
1.1 KiB
Markdown
12 lines
1.1 KiB
Markdown
|
# But I did not want to do anything without your consent
|
||
|
|
||
|
ପାଉଲ ବିପରୀତ ବିଷୟକୁ ବୁଝାଇବା ଅର୍ଥରେ ଏକ ଯୁଗ୍ମ ନକାରାତ୍ମକ ବିଷୟ କହୁଛନ୍ତି I ଅନ୍ୟ ଏକ ଅନୁବାଦରେ: “ତୁମ୍ଭେ ସ୍ବୀକୃତି ଦେଲେ ଯାଇ ମୁଁ ତାହାଙ୍କୁ ମୋ ପାଖରେ ରଖିବାକୁ ଚାହିଁବି” (ଦେଖ: [[rc://*/ta/man/translate/figs-doublenegatives]])
|
||
|
|
||
|
# I did not want your good deed to be from necessity but from good will
|
||
|
|
||
|
ମୁଁ ତୁମ୍ଭକୁ ଆଜ୍ଞା ଦେଉଅଛି ବୋଲି ତୁମ୍ଭେ ଏହି ଉତ୍ତମ କାର୍ଯ୍ୟ କରିବା ମୁଁ ଚାହୁଁନାହିଁ, କିନ୍ତୁ ତୁମ୍ଭେ ଚାହୁଁଛ ବୋଲି ତାହା କର
|
||
|
|
||
|
# but from good will
|
||
|
|
||
|
କାରଣ ତୁମ୍ଭେ ସ୍ବଚ୍ଛନ୍ଦ ମନରେ ଉପଯୁକ୍ତ କାର୍ଯ୍ୟ କରିବାକୁ ମନୋନୀତ କଲ
|