# Connecting Statement: ପିତର ଅଧାର୍ମିକ ଲୋକମାନଙ୍କ ଚରିତ୍ରକୁ ବର୍ଣ୍ଣନା କରିବାକୁ ଆରମ୍ଭ କରୁଛନ୍ତି I # This is especially true “ଏହା” [୨ ପିତର ୨:୯](../02/09.md)ରେ ବିଚାର ଦିନ ଆସିବା ପର୍ଯ୍ୟନ୍ତ ଈଶ୍ବର ଅଧାର୍ମିକ ଲୋକମାନଙ୍କୁ ବନ୍ଦୀରେ ରଖିଥିବା ବିଷୟକୁ ବୁଝାଏ I # those who continue in the corrupt desires of the flesh ଏଠାରେ “ଶରୀରର କାମାଭିଲାଷ” ବାକ୍ୟାଂଶ ପାପପୂର୍ଣ୍ଣ ପ୍ରକୃତିର ଅଭିଳାଷକୁ ବୁଝାଏ I ବିକଳ୍ପ ଅନୁବାଦ: “ଯେଉଁମାନେ ଆପଣା ଆପଣା ଭ୍ରଷ୍ଟ, ପାପପୂର୍ଣ୍ଣ ଅଭିଳାଷରେ ଜଡ଼ିତ ହୁଅନ୍ତି” # despise authority ଈଶ୍ବରଙ୍କ ଅଧିକାରର ବଶୀଭୂତ ହେବାକୁ ଅଗ୍ରାହ୍ୟ କରନ୍ତି I ଏଠାରେ “ଅଧିକାର” ଶବ୍ଦ ସମ୍ଭବତଃ ଈଶ୍ବରଙ୍କ ଅଧିକାରକୁ ବୁଝାଏ I # authority ଏଠାରେ “ଅଧିକାର” ଈଶ୍ବରଙ୍କୁ ବୁଝାଏ, ଯାହାଙ୍କର ଆଜ୍ଞା ଦେବା ନିମନ୍ତେ ଓ ଅନାଜ୍ଞାବହତାକୁ ଦଣ୍ଡ ଦେବା ନିମନ୍ତେ ଅଧିକାର ଅଛି I (ଦେଖ: [[rc://*/ta/man/translate/figs-metonymy]]) # self-willed ଯାହା କରିବାକୁ ଚାହାନ୍ତି, କରନ୍ତି # the glorious ones ଏହି ବାକ୍ୟାଂଶ ଦୂତ ବା ମନ୍ଦ ଆତ୍ମା ପରି ଆତ୍ମିକ ପ୍ରାଣୀକୁ ବୁଝାଏ I