# greater strength and power ଭଣ୍ଡ ଶିକ୍ଷକମାନଙ୍କଠାରୁ ଅଧିକ ଶକ୍ତି ଓ ପରାକ୍ରମ # they do not bring insulting judgments against them “ସେମାନେ” ଶବ୍ଦ ଦୂତମାନଙ୍କୁ ବୁଝାଏ I “ସେମାନଙ୍କ” ଶବ୍ଦର ସମ୍ଭାବିତ ଅର୍ଥଗୁଡିକ ହେଲା ୧) ଗୌରବମୟ ଦୂତମାନେ କିମ୍ବା ୨) ଭଣ୍ଡ ଶିକ୍ଷକମାନେ I # bring insulting judgments against them ଦୂତମାନେ ସେମାନଙ୍କୁ ନିନ୍ଦା କରିବାର ଚିନ୍ତାଧାରା ବିଷୟରେ କୁହାଯାଏ ଯେ ସତେ ଯେପରି ସେମାନେ ନିନ୍ଦାକୁ ଅସ୍ତ୍ରଭାବରେ ବ୍ୟବହାର କରି ଆକ୍ରମଣ କରିବେ I (ଦେଖ: [[rc://*/ta/man/translate/figs-metaphor]])