# where righteousness will dwell ପିତର “ଧାର୍ମିକତା” ବିଷୟରେ କହନ୍ତି ଯେ ସତେ ଯେପରି ଏହା ଜଣେ ବ୍ୟକ୍ତି ଅଟେ I ଏହା ଧାର୍ମିକ ଲୋକମାନଙ୍କୁ ବୁଝାଉଥିବା ଗୋଟିଏ ରୂପକ I ବିକଳ୍ପ ଅନୁବାଦ: “ଧାର୍ମିକ ଲୋକ କେଉଁଠାରେ ବାସ କରିବ” କିମ୍ବା “ଲୋକମାନେ କେଉଁଠାରେ ଧାର୍ମିକ ଭାବରେ ଜୀବନ ଯାପନ କରିବେ” (ଦେଖ: [[rc://*/ta/man/translate/figs-personification]] ଓ [[rc://*/ta/man/translate/figs-metonymy]])