# some walk idly ଏଠାରେ “ଆଚରଣ କରିବା” ଜୀବନର ବ୍ୟବହାରକୁ ବୁଝାଏ I ବିକଳ୍ପ ଅନୁବାଦ: “କେତେକ ଅକର୍ମଣ୍ୟ ଜୀବନ କାଟନ୍ତି” କିମ୍ବା “କେତେକ ଅଳସୁଆ ଅଟନ୍ତି” (ଦେଖ: [[rc://*/ta/man/translate/figs-metaphor]]) # but are instead meddlers ଅନଧିକାର ଚର୍ଚ୍ଚାକାରୀମାନେ କେହି ନ ଚାହୁଁ ଥିଲେ ମଧ୍ୟ ଅନ୍ୟମାନଙ୍କ କାର୍ଯ୍ୟକଳାପରେ ହସ୍ତକ୍ଷେପ କରନ୍ତି I