# your prayer has been heard by God ଏହାକୁ କର୍ତ୍ତୃବାଚ୍ୟରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ଈଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି” (ଦେଖ: [[rc://*/ta/man/translate/figs-activepassive]]) # reminded God about you ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି I ଏହା ସୂଚିତ କରେ ନାହିଁ ଯେ ଈଶ୍ବର ପାସୋରି ଯାଇଛନ୍ତି I