# inheritance ଈଶ୍ବର ବିଶ୍ବାସୀମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ପ୍ରାପ୍ତ ହେବା ବିଷୟରେ କୁହାଯାଏ ଯେ ସତେ ଯେପରି ଜଣେ ଲୋକ ପରିବାରର ଜଣେ ସଦସ୍ୟଙ୍କଠାରୁ ସମ୍ପତ୍ତି ବା ଧନ ପ୍ରାପ୍ତ ହେଉଅଛି I (ଦେଖ: [[rc://*/ta/man/translate/figs-metaphor]])