# loves ଏହି ପ୍ରକାର ପ୍ରେମ ଈଶ୍ବରଙ୍କଠାରୁ ଆସିଥାଏ ଓ ଅନ୍ୟମାନଙ୍କ ମଙ୍ଗଳ ସାଧନ କରେ, ଏପରିକି ଯଦିଓ ଜଣକର ଉପକାରରେ ଆସି ନଥାଏ I ଏହି ପ୍ରକାର ପ୍ରେମ ସେମାନେ ଯାହା କଲେ ବି ଅନ୍ୟମାନଙ୍କର ଯତ୍ନ ନେଇଥାଏ I # he who loves me will be loved by my Father ତୁମେ ଏହାକୁ କର୍ତ୍ତୃବାଚ୍ୟରେ ଅନୁବାଦ କରିପାରିବ I ଅନ୍ୟ ଏକ ଅନୁବାଦରେ: “ଯେକେହି ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରନ୍ତି” (ଦେଖ: [[rc://*/ta/man/translate/figs-activepassive]]) # my Father ଏହା ଈଶ୍ବରଙ୍କ ନିମନ୍ତେ ଏକ ଗୁରୁତ୍ବପୂର୍ଣ୍ଣ ଶୀର୍ଷକ ଅଟେ I (ଦେଖ: [[rc://*/ta/man/translate/guidelines-sonofgodprinciples]])