# I do not pray for the world ଏଠାରେ “ଜଗତ” ଏକ ରୂପକ ଅଟେ, ଯାହା ସେହି ଲୋକମାନଙ୍କୁ ବୁଝାଏ ଯେଉଁମାନେ ଈଶ୍ବରଙ୍କୁ ବିରୋଧ କରନ୍ତି I ଅନ୍ୟ ଏକ ଅନୁବାଦରେ: “ଯେଉଁମାନେ ତୁମ୍ଭର ନୁହନ୍ତି, ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁନାହିଁ” (ଦେଖ: [[rc://*/ta/man/translate/figs-metonymy]])