# their own position of authority ଯେଉଁ ଦାୟିତ୍ବ ଈଶ୍ବର ସେମାନଙ୍କୁ ସମର୍ପଣ କରିଥିଲେ # God has kept them in everlasting chains, in utter darkness ଈଶ୍ବର ଏହି ଦୂତମାନଙ୍କୁ ଏକ ଅନ୍ଧକାରମୟ ବନ୍ଧନରେ ରଖି ଅଛନ୍ତି, ଯେଉଁଠାରୁ ସେମାନେ କଦାପି ରକ୍ଷା ପାଇବେ ନାହିଁ # utter darkness ଏଠାରେ “ଅନ୍ଧକାର” ଏକ ରୂପକ ଅଟେ ଯାହା ମୃତମାନଙ୍କ ସ୍ଥାନ ବା ନରକକୁ ବୁଝାଏ I ଅନ୍ୟଏକ ଅନୁବାଦରେ: “ନରକର ଘୋର ଅନ୍ଧକାରରେ” (ଦେଖ: [[rc://*/ta/man/translate/figs-metonymy]]) # the great day ଶେଷ ଦିନରେ ଯେତେବେଳେ ଈଶ୍ବର ସମସ୍ତଙ୍କ ବିଚାର କରିବେ