# these dreamers ଯେଉଁ ଲୋକମାନେ ଈଶ୍ବରଙ୍କ ଅବଜ୍ଞା କରନ୍ତି, କାରଣ ସମ୍ଭବତଃ ସେମାନେ ଦର୍ଶନ ଦେଖି ଦାବି କଲେ ଯାହା ସେମାନଙ୍କୁ ସେସବୁ କରିବାକୁ ଅଧିକାର ଦେଲା # pollute their bodies ଏହି ରୂପକ କହେ ଯେ ସେମାନଙ୍କ ପାପ ସେମାନଙ୍କ ଶରୀରକୁ ଅଶୁଚୀ କରେ – ଅର୍ଥାତ୍, ସେମାନଙ୍କ କାର୍ଯ୍ୟକଳାପ – ଅଗ୍ରହଣୀୟ ହୁଏ ଯେପରି ଆବର୍ଜନା ଏକ ଝରଣାରେ ଜଳ ପାନ କରିବା ନିମନ୍ତେ ଅନୁପଯୁକ୍ତ କରିଥାଏ I (ଦେଖ: [[rc://*/ta/man/translate/figs-metaphor]]) # say slanderous things ଅପମାନଜନକ କଥା କହନ୍ତି # glorious ones ଏହା ଆତ୍ମିକ ପ୍ରାଣୀକୁ ବୁଝାଏ, ଯେପରିକି ଦୁତଗଣ I