# dragon ଏହା ଏକ ଝିଟିପିଟି ସଦୃଶ ଏକ ପ୍ରକାଣ୍ଡ, ଭୟଙ୍କର ସରୀସୃପ ଥିଲା I ଯିହୂଦୀ ଲୋକମାନଙ୍କ ନିମନ୍ତେ ଏହା ମନ୍ଦତା ଓ ଅରାଜକତାର ନିଦର୍ଶନ ଥିଲା I (ଦେଖ:[[rc://*/ta/man/translate/writing-symlanguage]])