# demonstrate all good faith ଦେଖାନ୍ତୁ ଯେ ସେମାନେ ଆପଣା ଆପଣା କର୍ତ୍ତାମାନଙ୍କ ଭରସାଯୋଗ୍ୟ ଅଟନ୍ତି # in every way ସେମାନେ କରୁଥିବା ସବୁ ବିଷୟରେ # they may bring credit to the teaching about God our Savior ସେମାନେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ବିଷୟକ ଶିକ୍ଷାକୁ ଆକର୍ଷଣୀୟ କରିପାରିବେ କିମ୍ବା “ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ବିଷୟକ ଶିକ୍ଷା ଉତ୍ତମ ବୋଲି ଲୋକମାନଙ୍କୁ ବୁଝିବାକୁ ଦେବେ” # God our Savior ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବର