# Connecting Statement: ପାଉଲ ତୀତସଙ୍କୁ ଯୀଶୁଙ୍କ ଆଗମନକୁ ଅପେକ୍ଷା କରିବାକୁ ଓ ଯୀଶୁଙ୍କ ଦ୍ବାରା ପ୍ରାପ୍ତ ଅଧିକାରକୁ ସ୍ମରଣ କରିବାକୁ ଉତ୍ସାହିତ କରୁଛନ୍ତି I # the grace of God has appeared ପାଉଲ ଈଶ୍ବରଙ୍କ ଅନୁଗ୍ରହ ବିଷୟରେ କହନ୍ତି ଯେ ସତେ ଯେପରି ଏହା ଅନ୍ୟ ଲୋକମାନଙ୍କ ନିକଟକୁ ଯାଉଥିବା ଜଣେ ବ୍ୟକ୍ତି ଅଟନ୍ତି I (ଦେଖ: [[rc://*/ta/man/translate/figs-personification]])