# weighed anchor ଏଠାରେ “ଲଙ୍ଗର ତୋଳି”ର ଅର୍ଥ ଲଙ୍ଗରକୁ ପାଣିରୁ ଟାଣି ଆଣିବା I ଲଙ୍ଗର ହେଉଛି ଗୋଟିଏ ଭାରୀ ଓଜନିଆ ବସ୍ତୁ ଯାହା ଜାହାଜ ସହିତ ସୁରକ୍ଷିତ ଭାବରେ ଗୋଟିଏ ଦଉଡିରେ ବନ୍ଧା ହୋଇଥାଏ I ଲଙ୍ଗରକୁ ପାଣି ଭିତରକୁ ଠେଲିଦେଇ ସମୁଦ୍ର ଭିତରେ ବୁଡାଇ ରଖାଯାଏ ଯେପରି ଜାହାଜ ଟଳମଳ ନ ହୁଏ I