# One of their own prophets କ୍ରୀତୀର ହିଁ ଜଣେ ଭାବବାଦୀ କିମ୍ବା “ଆପଣାକୁ ଜଣେ ଭାବବାଦୀ ବୋଲାଉଥିବା ଜଣେ କ୍ରୀତୀବାସୀ” # Cretans are always liars କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ I ଏହା ଗୋଟିଏ ଅତିରଂଜନ, ଯାହାର ଅର୍ଥ ହେଉଛି ଯେ ଅନେକ କ୍ରୀତୀବାସୀମାନେ ମିଥ୍ୟା କହନ୍ତି I (ଦେଖ: [[rc://*/ta/man/translate/figs-hyperbole]]) # evil beasts ଏହି ରୂପକ କ୍ରୀତୀବାସୀମାନଙ୍କୁ ହିଂସ୍ରକ ବନ୍ୟ ପଶୁଭାବରେ ତୁଳନା କରୁଅଛି I (ଦେଖ: [[rc://*/ta/man/translate/figs-metaphor]])