# To those who are pure, all things are pure ଯଦି ଲୋକମାନେ ଅନ୍ତରରେ ଶୁଚି ଅଟନ୍ତି, ସେମାନେ କରୁଥିବା ସବୁ ବିଷୟ ଶୁଚି ହେବ # To those who are pure ଯେଉଁମାନେ ଈଶ୍ବରଙ୍କ ନିକଟରେ ଗ୍ରହଣଯୋଗ୍ୟ # to those who are corrupt and unbelieving, nothing is pure ପାଉଲ ପାପୀମାନଙ୍କ ବିଷୟରେ କହୁଛନ୍ତି ଯେ ସତେ ଯେପରି ସେମାନେ ଶାରୀରିକଭାବରେ ମଇଳା ଅଟନ୍ତି I ବିକଳ୍ପ ଅନୁବାଦ: “ଯଦି ଲୋକମାନେ ନୈତିକଭାବରେ ଅଶୁଚି ଓ ବିଶ୍ବାସ କରୁନାହାନ୍ତି, ତେବେ ସେମାନେ କୌଣସି ଶୁଚି ବିଷୟ କରିପାରିବେ ନାହିଁ” (ଦେଖ: [[rc://*/ta/man/translate/figs-metaphor]])