or_tn/2pe/01/04.md

1.2 KiB

Through these

ଏଠାରେ “ଏହିସବୁ” “ତାହାଙ୍କ ଆପଣା ଗୌରବ ଓ ଗୁଣ” କୁ ବୁଝାଏ I

you might be sharers

ତୁମ୍ଭେମାନେ ଦେଇପାର

the divine nature

ଈଶ୍ବରଙ୍କ ସ୍ବଭାବ

having escaped the corruption in the world that is caused by evil desires

କୁଅଭିଳାଷରୁ ଜାତ ବିନାଶ ଦ୍ବାରା ଦୁଃଖଭୋଗ କରୁ ନ ଥିବା ଲୋକମାନଙ୍କ ବିଷୟରେ ପିତର କହନ୍ତି ଯେ ସତେ ଯେପରି ସେମାନେ ସେହି ବିନାଶରୁ ରକ୍ଷା ପାଉଛନ୍ତି I “ବିନାଶ” ଶବ୍ଦଟି ଗୋଟିଏ ଗୁଣବାଚକ ବିଶେଷ୍ୟ ଯାହାକୁ ଗୋଟିଏ କ୍ରିୟା ବାକ୍ୟାଂଶ ସାହାଯ୍ୟରେ ଅନୁବାଦ କରାଯାଇପାରିବ I ବିକଳ୍ପ ଅନୁବାଦ: “ଆଉ ଯେପରି ଏହି ଜଗତର ମନ୍ଦ ଅଭିଳାଷ ତୁମ୍ଭମାନଙ୍କୁ ବିନାଶ ନ କରେ” (ଦେଖ: [[rc:///ta/man/translate/figs-metaphor]] ଓ [[rc:///ta/man/translate/figs-abstractnouns]])