or_tn/2pe/01/14.md

870 B

the putting off of my tent will be soon

ଆପଣା ଶରୀର ବିଷୟରେ ପିତର କହନ୍ତି ଯେ ସତେ ଯେପରି ଏହା ଗୋଟିଏ ତମ୍ବୁ, ଯାହା ସେ ପରିଧାନ କରିଛନ୍ତି ଓ ଶୀଘ୍ର ତ୍ୟାଗ କରିବେ I ଆପଣା ଶରୀରରେ ଥିବାର ଅର୍ଥ ହେଉଛି ଜୀବିତ ହୋଇ ରହିବା ଓ ତ୍ୟାଗ କରିବାର ଅର୍ଥ ହେଉଛି ମୃତ୍ୟୁଭୋଗ କରିବା I ବିକଳ୍ପ ଅନୁବାଦ: “ମୁଁ ଶୀଘ୍ର ଏହି ଶରୀର ତ୍ୟାଗ କରିବି” କିମ୍ବା “ମୁଁ ଶୀଘ୍ର ମୃତ୍ୟୁଭୋଗ କରିବି” (ଦେଖ: [[rc:///ta/man/translate/figs-metaphor]] ଓ [[rc:///ta/man/translate/figs-euphemism]])