or_tn/2pe/01/15.md

8 lines
824 B
Markdown

# you may be always able to remember these things
ଏଠାରେ “ଏହି ସମସ୍ତ ବିଷୟ” ଶବ୍ଦଗୁଡିକ ପିତର ପୂର୍ବପଦଗୁଡିକରେ କହିଥିବା ପ୍ରତ୍ୟେକ ବିଷୟକୁ ବୁଝାଏ I
# after my departure
ପିତର ଆପଣା ମୃତ୍ୟୁ ବିଷୟରେ କହନ୍ତି ଯେ ସତେ ଯେପରି ସେ ଗୋଟିଏ ସ୍ଥାନ ଛାଡ଼ି ଆଉ ଗୋଟିଏ ସ୍ଥାନକୁ ଯାଉଛନ୍ତି I ବିକଳ୍ପ ଅନୁବାଦ: “ମୋହର ମୃତ୍ୟୁ ପରେ” କିମ୍ବା “ମୁଁ ମୃତ୍ୟୁଭୋଗ କରିବା ପରେ” (ଦେଖ: [[rc://*/ta/man/translate/figs-metaphor]] ଓ [[rc://*/ta/man/translate/figs-euphemism]])