or_tn/2pe/01/17.md

1.2 KiB

when a voice was brought to him by the Majestic Glory

ଏହାକୁ କର୍ତ୍ତୃବାଚ୍ୟ ଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ଯେତେବେଳେ ସେ ମହାଗୌରବ ମଧ୍ୟରୁ ଆସୁଥିବା ଗୋଟିଏ ବାଣୀ ଶୁଣିଲେ” କିମ୍ବା “ଯେତେବେଳେ ସେ ମହାଗୌରବ ମଧ୍ୟରୁ ତାହାଙ୍କୁ କୁହାଯାଉଥିବା ଗୋଟିଏ ବାଣୀ ଶୁଣିଲେ” (ଦେଖ: rc://*/ta/man/translate/figs-activepassive)

the Majestic Glory saying

ପିତର ଈଶ୍ବରଙ୍କୁ ତାହାଙ୍କ ଗୌରବ ପ୍ରମାଣେ ଉଲ୍ଲେଖ କରନ୍ତି I ଏହା ଗୋଟିଏ ଶବ୍ଦର ବିଲୋପ ଯାହା ଈଶ୍ବରଙ୍କ ନାମକୁ ତାହାଙ୍କ ପ୍ରତି ସମ୍ମାନର ଦୃଷ୍ଟିରୁ ବ୍ୟବହାର କରିବାକୁ ଏଡ଼ାଉଛି I ବିକଳ୍ପ ଅନୁବାଦ: “ଈଶ୍ବର, ମହାଗୌରବ, କହୁଅଛନ୍ତି” (ଦେଖ: [[rc:///ta/man/translate/figs-metonymy]] ଓ [[rc:///ta/man/translate/figs-euphemism]])