or_tn/2pe/02/05.md

749 B

he did not spare the ancient world

ଏଠାରେ “ଜଗତ” ତହିଁରେ ବାସ କରୁଥିବା ଲୋକମାନଙ୍କୁ ବୁଝାଏ I ବିକଳ୍ପ ଅନୁବାଦ: “ସେ ପୁରାତନ ଜଗତରେ ବାସ କରୁଥିବା ଲୋକମାନଙ୍କୁ ଛାଡିଲେ ନାହିଁ” (ଦେଖ: rc://*/ta/man/translate/figs-metonymy)

he preserved Noah ... along with seven others

ଯେତେବେଳେ ଈଶ୍ବର ପୁରାତନ ଜଗତରେ ବାସ କରୁଥିବା ଅବଶିଷ୍ଟ ଲୋକମାନଙ୍କୁ ବିନାଶ କଲେ, ସେ ନୋହ ଓ ଅନ୍ୟ ସାତ ଜଣକୁ ବିନାଶ କଲେ ନାହିଁ I