or_tn/2pe/02/16.md

910 B

he obtained a rebuke

ତୁମେ ନିର୍ଦ୍ଦିଷ୍ଟ କରିପାରିବ ଯେ ଈଶ୍ବର ହିଁ ବିଲିୟାମକୁ ଅନୁଯୋଗ କରିଥିଲେ I ବିକଳ୍ପ ଅନୁବାଦ: “ଈଶ୍ବର ତାହାଙ୍କୁ ଅନୁଯୋଗ କଲେ” (ଦେଖ: rc://*/ta/man/translate/figs-abstractnouns)

a mute donkey speaking in a human voice

ଗୋଟିଏ ଗଧ, ଯାହା ସ୍ବାଭାବିକ ଭାବରେ କଥା କହିବାକୁ ଅସମର୍ଥ, ଜଣେ ମନୁଷ୍ୟର ସ୍ବରରେ କଥା କହିଲା I

stopped the prophet's insanity

ଭାବବାଦୀର ନିର୍ବୋଧ କାର୍ଯ୍ୟକୁ ଅଟକାଇବା ପାଇଁ ଈଶ୍ବର ଗୋଟିଏ ଗଧକୁ ବ୍ୟବହାର କଲେ I (ଦେଖ: rc://*/ta/man/translate/figs-metonymy)