or_tn/2pe/02/20.md

20 lines
2.2 KiB
Markdown
Raw Permalink Blame History

This file contains ambiguous Unicode characters

This file contains Unicode characters that might be confused with other characters. If you think that this is intentional, you can safely ignore this warning. Use the Escape button to reveal them.

# Connecting Statement:
“ସେମାନେ” ଓ “ସେମାନଙ୍କ” ଶବ୍ଦଗୁଡିକ ପିତର ୧୨-୧୯ ପଦରେ କହୁଥିବା ଭଣ୍ଡ ଶିକ୍ଷକମାନଙ୍କୁ ବୁଝାଏ I
# If they have escaped ... and are again entangled ... and overcome, the last state has become worse ... than the first
ଏହି ବାକ୍ୟ ସତ୍ୟ ହୋଇଥିବା ସର୍ତ୍ତମୂଳକ ଉକ୍ତିର ଗୋଟିଏ ବର୍ଣ୍ଣନା I ଭଣ୍ଡ ଶିକ୍ଷକମାନେ ଥରେ “ରକ୍ଷା ପାଇଥିଲେ,” କିନ୍ତୁ ଯଦି ସେମାନେ ପୁନର୍ବାର ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, “ତାହା ହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ...ଶେଷ ଦଶା ଅଧିକ ମନ୍ଦ ହେବ”
# the corruption of the world
‘ଅଶୁଚିତା” ଶବ୍ଦ ଜଣକୁ ନୈତିକ ଭାବରେ ଅଶୁଚି କରୁଥିବା ପାପପୂର୍ଣ୍ଣ ବ୍ୟବହାରକୁ ବୁଝାଏ I “ଜଗତ” ମନୁଷ୍ୟ ସମାଜକୁ ବୁଝାଏ I ବିକଳ୍ପ ଅନୁବାଦ: “ପାପପୂର୍ଣ୍ଣ ମନୁଷ୍ୟ ସମାଜର ଅଶୁଚି କାର୍ଯ୍ୟଗୁଡିକ” (ଦେଖ: [[rc://*/ta/man/translate/figs-metonymy]])
# through the knowledge of the Lord and Savior Jesus Christ
ତୁମେ “ଜ୍ଞାନ”କୁ ଗୋଟିଏ କ୍ରିୟା ବାକ୍ୟାଂଶ ବ୍ୟବହାର କରି ଅନୁବାଦ କରିପାରିବ I ଦେଖ ତୁମେ ଏହିପରି ବାକ୍ୟାଂଶକୁ କିପରି [ ପିତର ୧:](../01/02.md)ରେ ଅନୁବାଦ କଲ I ବିକଳ୍ପ ଅନୁବାଦ: “ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣି” (ଦେଖ: [[rc://*/ta/man/translate/figs-abstractnouns]])
# the last state has become worse for them than the first
ସେମାନଙ୍କ ଦଶା ପୂର୍ବ ଅପେକ୍ଷା ଅଧିକ ମନ୍ଦ ଅଟେ