or_tn/2pe/03/07.md

1.7 KiB

the heavens and the earth are reserved for fire by that same command

ଏହାକୁ କର୍ତ୍ତୃବାଚ୍ୟ ଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ଈଶ୍ବର, ସେହି ବାକ୍ୟ ଦ୍ବାରା ଆକାଶ ମଣ୍ଡଳ ଓ ପୃଥିବୀକୁ ଅଗ୍ନି ନିମନ୍ତେ ସଂରକ୍ଷିତ କରିଛନ୍ତି” (ଦେଖ: rc://*/ta/man/translate/figs-activepassive)

that same command

ଏଠାରେ “ଆଜ୍ଞା” ଈଶ୍ବରଙ୍କୁ ବୁଝାଏ, ଯେ କି ଆଜ୍ଞା ଦେବେ: ବିକଳ୍ପ ଅନୁବାଦ: “ଈଶ୍ବର ସେହିପରି ଗୋଟିଏ ଆଜ୍ଞା ଦେବେ”

They are reserved for the day of judgment

ଏହାକୁ କର୍ତ୍ତୃବାଚ୍ୟ ଭାବରେ କୁହାଯାଇପାରିବ ଓ ଏକ ନୂଆ ବାକ୍ୟରେ ଆରମ୍ଭ କରାଯାଇପାରିବ I ବିକଳ୍ପ ଅନୁବାଦ: “ସେ ସେମାନଙ୍କୁ ବିଚାର ଦିନ ନିମନ୍ତେ ସଂରକ୍ଷିତ କରୁଛନ୍ତି” (ଦେଖ: rc://*/ta/man/translate/figs-activepassive)

for the day of judgment and the destruction of the ungodly people

ଏହାକୁ କ୍ରିୟାରୂପକ ବାକ୍ୟାଂଶରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ସେ ଅଧାର୍ମିକ ଲୋକମାନଙ୍କୁ ବିଚାର ଓ ବିନାଶ କରିବା ଦିନ ନିମନ୍ତେ” (ଦେଖ: rc://*/ta/man/translate/figs-abstractnouns)