or_tn/2pe/03/17.md

1.8 KiB

Connecting Statement:

ପିତର ବିଶ୍ବାସୀମାନଙ୍କୁ ଉପଦେଶ ଦେବା ଶେଷ କରି ଆପଣା ପତ୍ର ସମାପ୍ତ କରନ୍ତି I

since you know about these things

‘ଏହିସବୁ’ ବିଷୟ ଈଶ୍ବରଙ୍କ ଦୀର୍ଘସହିଷ୍ଣୁତା ବିଷୟକ ସତ୍ୟତା ଓ ଏହି ସମସ୍ତ ଭଣ୍ଡ ଶିକ୍ଷକମାନଙ୍କ ଶିକ୍ଷାକୁ ବୁଝାଏ I

guard yourselves

ଆପଣା ଆପଣାକୁ ସୁରକ୍ଷା କର

so that you are not led astray by the deceit of lawless people

ଏଠାରେ “ସ୍ଖଳିତ ହେବା” ଗୋଟିଏ ରୂପକ, ଯାହାର ଅର୍ଥ କିଛି ଭ୍ରାନ୍ତ ବିଷୟ କରିବାକୁ ପ୍ରବଞ୍ଚିତ ହେବା I ଏହାକୁ କର୍ତ୍ତୃବାଚ୍ୟ ଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ଯେପରି ଦୁରାଚାରୀମାନେ ତୁମ୍ଭମାନଙ୍କୁ ପ୍ରବଞ୍ଚନା କରିବେ ନାହିଁ ଓ ଭ୍ରାନ୍ତ ବିଷୟ କିଛି କରିବାକୁ ଭୁଲାଇବେ ନାହିଁ” (ଦେଖ: [[rc:///ta/man/translate/figs-metaphor]] ଓ [[rc:///ta/man/translate/figs-activepassive]])

you lose your own faithfulness

ବିଶ୍ବସ୍ତତା ବିଷୟରେ କୁହାଯାଏ ଯେ ସତେ ଯେପରି ଏହା ଏକ ଅଧିକାର, ଯାହା ବିଶ୍ବାସୀମାନେ ହରାଇପାରନ୍ତି I ବିକଳ୍ପ ଅନୁବାଦ: “ବିଶ୍ବସ୍ତ ହେବାକୁ ତୁମ୍ଭେମାନେ ତ୍ୟାଗ କରୁଅଛ” (ଦେଖ: rc://*/ta/man/translate/figs-metaphor)