or_tn/2th/01/07.md

12 lines
1.1 KiB
Markdown

# and relief to you
ଏହି ପଦଗୁଡିକ ଈଶ୍ବର ଲୋକମାନଙ୍କୁ ଯାହା ଯଥାର୍ଥ, ତାହାର “ପ୍ରତିଫଳ ଦେବା” ବିଷୟ ବର୍ଣ୍ଣନା କରୁଛି (୬ ପଦ) I ଏହା ଗୋଟିଏ ରୂପକ ଯାହାର ଅର୍ଥ ହେଉଛି ଜଣକୁ ସେହି ସମାନ ବିଷୟ ଅନୁଭବ କରାଇବା, ଯାହା ସେ ଅନ୍ୟ କାହା ପ୍ରତି କରିଅଛି I ବିକଳ୍ପ ଅନୁବାଦ: “ଆଉ ତୁମ୍ଭମାନଙ୍କୁ ବିଶ୍ରାମ ଦେବାକୁ” (ଦେଖ: [[rc://*/ta/man/translate/figs-metaphor]])
# relief to you
ତୁମେ ଏହାକୁ ସ୍ପଷ୍ଟ କରିପାରିବ ଯେ ଈଶ୍ବର ହିଁ ବିଶ୍ରାମ ଦାତା ଅଟନ୍ତି I ବିକଳ୍ପ ଅନୁବାଦ: “ଈଶ୍ବର ତୁମ୍ଭମାନଙ୍କୁ ବିଶ୍ରାମ ଦେବାକୁ” (ଦେଖ: [[rc://*/ta/man/translate/figs-ellipsis]])
# the angels of his power
ତାହାଙ୍କର ଶକ୍ତିମାନ୍ ଦୂତମାନେ