or_tn/2th/02/08.md

12 lines
1019 B
Markdown

# Then the lawless one will be revealed
ଏହାକୁ କର୍ତ୍ତୃବାଚ୍ୟଭାବରେ କୁହାଯାଇପାରିବ I ବିକଳ୍ପ ଅନୁବାଦ: “ତତ୍ପରେ ଈଶ୍ବର ଅଧର୍ମ ପୁରୁଷକୁ ଆପଣାକୁ ଦେଖାଇବାକୁ ସୁଯୋଗ ଦେବେ” (ଦେଖ: [[rc://*/ta/man/translate/figs-activepassive]])
# with the breath of his mouth
ଏଠାରେ “ନିଶ୍ବାସ” ଈଶ୍ବରଙ୍କ ଶକ୍ତିକୁ ବୁଝାଏ I ବିକଳ୍ପ ଅନୁବାଦ: “ଆପଣା କଥିତ ବାକ୍ୟର ଶକ୍ତି ଦ୍ବାରା” (ଦେଖ: [[rc://*/ta/man/translate/figs-metonymy]])
# bring him to nothing by the revelation of his coming
ଯେତେବେଳେ ଈଶ୍ବର ପୃଥିବୀକୁ ପୁନରାଗମନ କରି ଆପଣାକୁ ପ୍ରକାଶ କରିବେ, ସେ ଅଧର୍ମ ପୁରୁଷକୁ ପରାସ୍ତ କରିବେ I