or_tn/eph/03/06.md

1.8 KiB
Raw Permalink Blame History

the Gentiles are fellow heirs ... through the gospel

ଏହି ନିଗୂଢ ତତ୍ତ୍ବ ବିଷୟରେ ବୁଝାଇବାକୁ ପାଉଲ ପୂର୍ବ ପଦରେ ଆରମ୍ଭ କରିଛନ୍ତି I ଖ୍ରୀଷ୍ଟଙ୍କୁ ଗ୍ରହଣ କରିଥିବା ବିଜାତିମାନେ ମଧ୍ୟ ଯିହୂଦୀ ବିଶ୍ବାସୀମାନଙ୍କ ସଦୃଶ ସମାନ ବିଷୟ ପ୍ରାପ୍ତ ହୁଅନ୍ତି I

fellow members of the body

ମଣ୍ଡଳୀକୁ ପ୍ରାୟତଃ ଖ୍ରୀଷ୍ଟଙ୍କର ଶରୀର ଭାବରେ ବୁଝାଯାଇଥାଏ I (ଦେଖ: rc://*/ta/man/translate/figs-metaphor)

in Christ Jesus

ଖ୍ରୀଷ୍ଟ ଯୀଶୁଙ୍କଠାରେ ଓ ସେହିପରି ଭାବଗୁଡିକ ରୂପକ ଅଟନ୍ତି ଯାହା ନୂତନ ନିୟମର ପତ୍ର ଗୁଡିକରେ ବାରମ୍ବାର ଦେଖିବାକୁ ମିଳେ I ସେଗୁଡିକ ଖ୍ରୀଷ୍ଟ ଓ ତାହାଙ୍କଠାରେ ବିଶ୍ବାସ କରୁଥିବା ଲୋକମାନଙ୍କ ମଧ୍ୟରେ ଏକ ଯଥାସମ୍ଭବ ଦୃଢ଼ ସମ୍ପର୍କକୁ ପ୍ରକାଶ କରେ I

through the gospel

ସମ୍ଭାବିତ ଅର୍ଥଗୁଡିକ ହେଲା ୧) ସୁସମାଚାର ସକାଶୁ ବିଜାତିମାନେ ପ୍ରତିଜ୍ଞାର ସହଭାଗୀ ଅଟନ୍ତି କିମ୍ବା ) ସୁସମାଚାର ସକାଶୁ ବିଜାତିମାନେ ଉତ୍ତରାଧିକାରୀ ଓ ଶରୀରର ଅଙ୍ଗ ପ୍ରତ୍ୟଙ୍ଗ ସ୍ବରୂପ ଏବଂ ପ୍ରତିଜ୍ଞାର ସହଭାଗୀ ଅଟନ୍ତି I