or_tn/eph/04/20.md

779 B

But that is not how you learned about Christ

ଏଫିସୀୟ ୪:୧୭-୧୯ ରେ ବର୍ଣ୍ଣନା ହୋଇଥିବା ଅନୁସାରେ “ସେ ପ୍ରକାରେ” ଶବ୍ଦଟି ବିଜାତିମାନଙ୍କ ଜୀବନ ଯାପନ ଶୈଳୀକୁ ବୁଝାଏ I ଏହା ଗୁରୁତ୍ବ ଦିଏ ଯେ ଖ୍ରୀଷ୍ଟଙ୍କ ବିଷୟରେ ବିଶ୍ବାସୀମାନେ ଯାହା ଶିକ୍ଷା କରିଛନ୍ତି, ଏହା ତହିଁର ବିପରୀତ ଅଟେ I ବିକଳ୍ପ ଅନୁବାଦ: “କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ସେପରି ଶିକ୍ଷା କରିନାହଁ”