or_tn/eph/04/26.md

844 B

Be angry and do not sin

ତୁମ୍ଭେମାନେ କ୍ରୋଧ କରିପାର, କିନ୍ତୁ ପାପ କର ନାହିଁ, କିମ୍ବା “ଯଦି କ୍ରୋଧ କର, ପାପ କର ନାହିଁ”

Do not let the sun go down on your anger

ସୂର୍ଯ୍ୟ ଅସ୍ତହେବା ଅର୍ଥ ରାତ୍ରି ଆସିଯିବା, କିମ୍ବା ଦିନ ଶେଷ ହୋଇଯିବା I ବିକଳ୍ପ ଅନୁବାଦ: “ରାତ୍ରି ଆସିବା ପୂର୍ବରୁ ତୁମ୍ଭକୁ କ୍ରୋଧ ପରିତ୍ୟାଗ କରିବାକୁ ହେବ” କିମ୍ବା ଦିନ ଶେଷ ହେବା ପୂର୍ବରୁ ତୁମ୍ଭଠାରୁ କ୍ରୋଧ ଚାଲିଯାଉ” (ଦେଖ: rc://*/ta/man/translate/figs-metonymy)